ବାଲିଗୁଡାର ପୂର୍ବତନ ବିଧାୟକ ସାହୁରା ମଲ୍ଲିକଙ୍କ ପରଲୋକ

ବାଲିଗୁଡା,୧୬ା୮(ଡି.ଏନ.ଏ.)- କନ୍ଧମାଳ ଜିଲା ବାଲିଗୁଡାର ପୂର୍ବତନ କଂଗ୍ରେସ ବିଧାୟକ ସାହୁରା ମଲ୍ଲିକଙ୍କ ଶୁକ୍ରବାର ୮୫ ବର୍ଷରେ ପରଲୋକ ଘଟିଛି। କିଛିଦିନ ଧରି ସେ ଅସୁସ୍ଥ ଥିଲେ। ବାଲିଗୁଡା ବିଧାନସଭା ନିର୍ବାଚନମଣ୍ଡଳୀରୁ ସେ ୩ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଗତ ୧୯୭୪ରୁ ୧୯୮୦ ଏବଂ ୧୯୮୦ରୁ ୧୯୮୫ ଏବଂ ୧୯୯୫ରୁ ୨୦୦୦ ପର୍ଯ୍ୟନ୍ତ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କର ପରଲୋକ ଖବର ପାଇ କଂଗ୍ରେସ କର୍ମୀ ଓ ବାଲିଗୁଡା ଜନସାଧାରଣଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି। ସାହୁରାଙ୍କ ଶେଷ ଦର୍ଶନ ପାଇଁ ବିଧାୟକଙ୍କ ନିଜ ଗ୍ରାମ ସୁଡୁରାକୁ ଜିଲା ତଥା ବାଲିଗୁଡା କଂଗ୍ରେସର ସୀମାଞ୍ଚଳ ଆଚାର୍ଯ୍ୟ, ରବିଚନ୍ଦ୍ର ପାତ୍ର, ରାମ ସିଂ ପାତ୍ର, ଶ୍ୟାମ ସୁନ୍ଦର ବିନ୍ଧାଣି, ଦେବବ୍ରତ ସିଂ ଦେଓ, ଶିବରାମ ପ୍ରଧାନୀ, ମନୋଜ କୁମାର ଆଚାର୍ଯ୍ୟ, ଅଜୟ କୁମାର ଡିଗାଲ, ଶ୍ରୀକାନ୍ତ ମଲ୍ଲିକଙ୍କ ସମେତ ବହୁ କଂଗ୍ରେସ ନେତା ଓ କର୍ମୀଙ୍କ ସୁଅ ଛୁଟିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?