ବାଲିଗୁଡା ଏନ୍‌ଏସି: ୪ଦିନ ହେଲା ଜଳଯୋଗାଣ ବନ୍ଦ

ବାଲିଗୁଡ଼ା,୨୯ା୫(ଡି.ଏନ୍‌.ଏ.)- ଦୀର୍ଘ ସପ୍ତାହେ ହେଲାଣି ଲୋ ଭୋଲଟେଜ ଯୋଗୁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବାଲିଗୁଡ଼ା ଅଞ୍ଚଳବାସୀ। ଦିନକୁ ଦିନ ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଉଥିବାବେଳେ ଲୋ ଭୋଲଟେଜ ଯୋଗୁ ସହରରେ ଜଳ ଯୋଗାଣ ମଧ୍ୟ ହୋଇପାରୁନାହିଁ। ଦୀର୍ଘ ଚାରିଦିନ ହେଲାଣି ସହରବାସୀ ପାନୀୟ ଜଳ ପାଇପାରୁନଥିବା ଅଭିଯୋଗ କରିଛନ୍ତି। ସେପଟେ ପମ୍ପ ଅପରେଟରଙ୍କ କହିବା ଅନୁଯାୟୀ ଲୋ ଭୋଲଟେଜ ଯୋଗୁ ମୋଟର ଚାଲିପାରୁନାହିଁ। ଫଳରେ ସହରବାସୀଙ୍କୁ ଜଳ ଯୋଗାଇବା ସମ୍ଭବ ହୋଇପାରୁନାହିଁ। ଏଥିସହ ଘରେ ଫ୍ୟାନ ଚାଲୁ ନ ଥିବାରୁ ଲୋକେ ଗରମରେ ସିଝୁଛନ୍ତି। ପ୍ରକାଥାଉକି, ବାଲିଗୁଡା ଏକ ବିଜ୍ଞାପିତ ପରିଷଦ ଅଞ୍ଚଳ (ଏନ୍‌ଏସି) ହୋଇଥିଲେ ମଧ୍ୟ ଏଠାରେ ଜଳଯୋଗାଣ ସଂସ୍ଥା (ପିଏଚ୍‌ଇଡ଼ି) ବିଭାଗର କୌଣସି କାର୍ଯ୍ୟାଳୟ ନାହିଁ। ଏନ୍‌ଏସି ଅଧିକାରୀ ଜଳଯୋଗାଣ ନେଇ କୌଣସି ପଦକ୍ଷେପ ନେଉନଥିବାବେଳେ ପିଏଚ୍‌ଇଡି ବିଭାଗର ଯେଉଁ ଅଧିକାରୀ ବାଲିଗୁଡ଼ା ଦାୟିତ୍ୱରେ ଅଛନ୍ତି ଲୋକେ ଅଭିଯୋଗ କରିବାକୁ ଗଲେ ତାଙ୍କର ଦେଖା ମିଳୁନାହିଁ। ଯଥାଶୀଘ୍ର ସମସ୍ୟାର ସମାଧାନ ନହେଲେ ଅଞ୍ଚଳବାସୀ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

ଡାକ୍ତରଖାନା ପାଇଖାନାରେ ନବଜାତ ଶିଶୁକନ୍ୟାର ମୃତଦେହ, କିଏ ସେ ଅଜଣା ମହିଳା ଯିଏ…

ବଞ୍ଚୋ,୧୪ା୬(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାର ମହିଳା ଓ୍ବାର୍ଡ ପାଇଖାନା ଭିତରୁ ଏକ ସଦ୍ୟ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…

ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି…

ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

ରଜରେ ରକ୍ତପାତ: ଜନ୍ମକଲା ମା’କୁ ବୀଭତ୍ସ ଭାବେ ହତ୍ୟା କଲା ପୁଅ

ବନ୍ତ, ୧୪।୬ (କିଶୋର କୁମାର ସେଠୀ): ଭଦ୍ରକ ଜିଲାର ବନ୍ତ ଥାନା ଅଞ୍ଚଳରେ ରଜ ପର୍ବ ଅବସରରେ ଘଟିଛି ଏକ ହୃଦୟବିଦାରକ ଘଟଣା। ପାରିବାରିକ କଳହକୁ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri