ବାଲି ଚାଲାଣବେଳେ ଚଢାଉ, ୫ ଗାଡ଼ି ଜବତ

ଚମ୍ପୁଆ,୨୭ା୫(ଡି.ଏନ.ଏ)- ଚମ୍ପୁଆ ରାଜସ୍ବ ବିଭାଗ ଅଧିନରେ ଥିବା ବିଭିନ୍ନ ବାଲି ଉତ୍ସ ଗୁଡିକର ବାରମ୍ବାର ବାଲି ଚୋରାଚାଲାଣ ହୋଇ ଆସୁଥିବା ବେଳେ ରାଜସ୍ବ ବିଭାଗକୁ ଚକମା ଦେଖାଇ ବାଲି ମାଫିଆ ମାନେ ଅନାୟାଶରେ ବାଲି ଚାଲାଣ କରିଆସୁଥିଲେ। ଏପରିକି ରାଜସ୍ବ ବିଭାଗର ଗତିବିଧି ଉପରେ ବାଲି ମାଫିଆ ମାନେ ନଜର ରଖି ଚୋରାବାଲି କାରବାର କରୁଥିଲେ। ମାତ୍ର ବୁଧବାର ଭଣ୍ଡା ଗ୍ରାମ ରାସ୍ତାରେ ଭୋର ସମୟରେ ରାଜସ୍ବ ବିଭାଗ ଚଢାଉ କରି ଚୋରା ବାଲି ଚାଲାଣ କରିଥିବା ୫ଟି ଟ୍ରାକ୍ଟରକୁ ଜବତ କରିଛି। ଚମ୍ପୁଆ ଅତିରିକ୍ତ ତହସିଲଦାର ଲଳିତ କୁମାର ନାଏକ , ତହସିଲଦାର ଆଲୋକ କୁମାର ପଟେଲଙ୍କ ନିର୍ଦ୍ଦେଶ କ୍ରମେ ଏହି ଚଢ଼ାଉ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହୁମାଛି ଆକ୍ରମଣରେ ଚାଲିଗଲା ଯୁବକଙ୍କ ଜୀବନ

ବାଲିଗୁଡ଼ା,୨୬।୫: କନ୍ଦମାଳ ଜିଲା ଖଜୁରିନାଳ ସାହିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମହୁମାଛି ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଯୁବକଙ୍କ…

୪୧ ବର୍ଷ ବୟସରେ ଯମଜ ସନ୍ତାନର ମା’ ହେଲେ ଦିବ୍ୟଙ୍କା: ସ୍ବାମୀ କହିଲେ…

ଟିଭିର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ଦିବ୍ୟଙ୍କା ତ୍ରିପାଠୀ ମା’ ହୋଇଛନ୍ତି। ତାଙ୍କ ସ୍ବାମୀ ବିବେକ ଦାହିୟା ପ୍ରଶଂସକଙ୍କ ସହ ଏହି ଖୁସି ଖବର ବାଣ୍ଟିଛନ୍ତି। ଦିବ୍ୟଙ୍କା ୪୧…

କାହିଁକି ବିଜୟଙ୍କୁ ଈର୍ଷା କରୁଛନ୍ତି ପବନ କଲ୍ୟାଣ! ଅସଲ କଥା ଖୋଲି କହିଲେ ଉପ ମୁଖ୍ୟମନ୍ତ୍ରୀ

ଚେନ୍ନାଇ,୨୬।୫: ତାମିଲନାଡୁ ରାଜନୀତି କ୍ଷେତ୍ରରେ, ଅଭିନେତାରୁ ରାଜନେତା ହୋଇଥିବା ବିଜୟଙ୍କ ଜବରଦସ୍ତ ବିଜୟ ଏବେ ଅନ୍ୟ ରାଜ୍ୟର ନେତାମାନଙ୍କ ମଧ୍ୟରେ ମଧ୍ୟ ଆଲୋଚନାର ବିଷୟ ପାଲଟିଛି। ଏହି…

କାଠଯୋଡି ନଦୀ ପଠାରେ ପଡିଛି ମହିଳାଙ୍କ ଗଳିତ ମୃତଦେହ, ଅର୍ଦ୍ଧ ଉଲଗ୍ନ….

କଟକ, ୨୬।୫(ପ୍ରଭୁକଲ୍ୟାଣ ପାଲ): ପୁରୀଘାଟ ଥାନା ଅନ୍ତର୍ଗତ କାଠଯୋଡି ନଦୀ ପଠାରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି । ମହିଳାଙ୍କ ଶରୀର ଅର୍ଦ୍ଧ ଉଲଗ୍ନ ହୋଇ…

ହଠାତ୍‌ ଫାଟିଲା ଚକ, ପୋଲ ତଳକୁ ଖସିପଡିଲା ଟ୍ରକ୍‌; ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବଲାଙ୍ଗୀର,୨୬।୫ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପଦ୍ମପୁର-ପାଟଣାଗଡ ରାସ୍ତା ଜୁରିଆ ବ୍ରିଜ୍‌ ତଳକୁ ଖସି ପଡ଼ିଲା ଟ୍ରକ୍‌ । ଦମକଳବାହିନୀ ଦୁର୍ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର…

ଯେ କୌଣସି ମୁହୂର୍ତ୍ତରେ ଆସିପାରେ ଖୁସି ଖବର! ଇରାନ ସହ ଡିଲ୍‌କୁ ନେଇ ୟୁ-ଟର୍ନ ନେଲେ ରୁବିଓ

ନୂଆଦିଲ୍ଲୀ,୨୬।୫: ଇରାନ ସହିତ ସମ୍ଭାବ୍ୟ ଚୁକ୍ତି ସମ୍ପର୍କରେ, ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ତାଙ୍କର ପୂର୍ବ ବକ୍ତବ୍ୟରୁ ଏକ ୟୁ-ଟର୍ନ ନେଇଛନ୍ତି। ପୂର୍ବରୁ, ସେ କହିଥିଲେ…

ସୁନା ବ୍ୟବସାୟୀଙ୍କୁ ଆକ୍ରମଣ: ଗୁଡାରିରେ ଆତଙ୍କ

ଗୁଡାରି,୨୬।୫ (ପ୍ରମୋଦ କୁମାର ପତି): ରାୟଗଡା ଜିଲାର ଗୁଡାରି ସହରରେ ସୋମବାର ବିଳମ୍ବିତ ରାତିରେ ଅଭାବନୀୟ ଘଟଣା ଘଟିଛି। ଜଣେ ସୁନା ବ୍ୟବସାୟୀଙ୍କୁ ଡକାୟତ ଗ୍ୟାଙ୍ଗ ମରଣାନ୍ତକ…

ମୁଁ କେମିତି ବଞ୍ଚିବି…. କୋରାପୁଟ ଜିଲାପାଳଙ୍କ ଅଭିଯୋଗ ଶୁଣାଣିରେ ରୋଚକ ଦୃଶ୍ୟ, ଭୋ ଭୋ ହୋଇ କାନ୍ଦିଲେ ଯୁବତୀ

କୋରାପୁଟ,୨୬।୫(ଅମିତାଭ ବେହେରା ): କୋରାପୁଟ ଜିଲାପାଳଙ୍କ ମିଳିତ ଅଭିଯୋଗ ଓ ଜନ ଶୁଣାଣି ଶିବିରରେ ଜଣେ ମହିଳା କାନ୍ଦି କାନ୍ଦି ନିଜ ଅଭିଯୋଗ ଜଣାଇଛନ୍ତି । କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri