ବାଲୁକାକଳାରେ ସୁଦର୍ଶନଙ୍କ ‘ପଖାଳ ଦିବସ’ ବାର୍ତ୍ତା: ଘରେ ରହି ଉପଭୋଗ କରନ୍ତୁ

ପୁରୀ ଅଫିସ,୨୦।୩: ଓଡ଼ିଆ ଜନଜୀବନ ସହ ପଖାଳର ସମ୍ପର୍କ ବହୁ ପୁରୁଣା। ଏକଦା ଗାଁ ଓ ଗରିବ ଲୋକଙ୍କର ଖାଦ୍ୟ ପଖାଳ ବୋଲି କୁହାଯାଉଥିଲା। ହେଲେ ଏବେ ସହରବାସୀ ମଧ୍ୟ ପଖାଳ ମୋହରେ। ବିଶେଷକରି ୨୦୧୧ରୁ ପଖାଳ ଦିବସ ପାଳନ ହୋଇଆସୁଛି। ପ୍ରତିବର୍ଷ ମାର୍ଚ୍ଚ ୨୦ ତାରିଖକୁ ପଖାଳ ଦିବସ ଭାବେ ପାଳନ କରାଯାଉଛି। ତେବେ ଏହାକୁ ନେଇ ଶୁକ୍ରବାର ବାଲୁକାକଳା ପ୍ରଦର୍ଶନ କରିବା ସହ ବାର୍ତ୍ତା ଦେଇଛନ୍ତି ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ।

ପୁରୀ ବେଳାଭୂମିରେ ପଖାଳ ଦିବସର ସ୍ବତନ୍ତ୍ରତାକୁ ମନେ ପକାଇଛନ୍ତି ସେ। ଟୁଇଟରରେ ମଧ୍ୟ ସେ ଏହାର ଫଟୋ ଶେୟାର କରିବା ସହ କହିଛନ୍ତି, ଆଜି ପଖାଳ ଦିବସ। ଓଡ଼ିଆଙ୍କ ପସନ୍ଦ ପଖାଳର ସ୍ବତନ୍ତ୍ରତାକୁ ଆଜିର ଦିନ ଉତ୍ସର୍ଗ। ଘରେ ରୁହନ୍ତୁ। ସୁସ୍ଥ ରୁହନ୍ତୁ। ପଖାଳ ଦିବସକୁ ଉପଭୋଗ କରନ୍ତୁ। ଭାରତ ଏବେ କରୋନା ସହ ଲଢ଼ୁଛି ବୋଲି ମଧ୍ୟ ସେ ବାର୍ତ୍ତା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?