ଭୁବନେଶ୍ୱର, ୨୩।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ୨ ଜଣ ବାଲେଶ୍ୱରର ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ୱର, ୨୩।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ୨ ଜଣ ବାଲେଶ୍ୱରର ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…
ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…
ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ାଙ୍କୁ ଦେଶ ସ୍ତରରେ ସିଆଇଆଇ ଆଦର୍ଶ ମହିଳା ସମ୍ମାନ ମିଳିବା ବ୍ରାହ୍ମଣୀଗାଁ ଅଞ୍ଚଳ…
ଲକ୍ଷ୍ମୀପୁର,୧୮ା୫(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅଞ୍ଚଳରେ ରବିବାର ଅପରାହ୍ନରେ ବଜ୍ରପାତ ଘଟି ୨ ଜଣଙ୍କ ଜୀବନ ଯାଇଛି। ଓଡ଼ିଆ ପେଣ୍ଟ ପଞ୍ଚାୟତର ତଳକାଇପଦର…
କେନ୍ଦୁଝର/ହାଟଡିହୀ/ଛେନାପଦୀ/ବଞ୍ଚୋ ,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା/ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଏସ୍ପି ନୀତିନ କୁଶଲକର ଦାଗୁଡଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଏକାଧିକ ଟିମ୍ ଗଠନ କରି ଆନନ୍ଦପୁର…
ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…
ଆଳି, ୧୮ା୫(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଳକ ପ୍ରଶାସନ ପକ୍ଷରୁ ଜଣେ ୮୫ବର୍ଷୀୟ ବୃଦ୍ଧଙ୍କୁ ଲଗାତର ଆଠ ମାସ ୩୫୦୦ ଟଙ୍କା ଲେଖାଏ ଭତ୍ତା…
ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…