ବାଲେଶ୍ୱର ଅଫିସ, ୧୫ା୯-ବାଲେଶ୍ୱର ଜିଲା ରେମୁଣା ଶିଳ୍ପାଞ୍ଚଳ ଥାନା ଅଧୀନ ଫକୀରମୋହନ ମେଡିକାଲ କଲେଜ ସମ୍ମୁଖରେ ଶନିବାର ରାତି ପ୍ରାୟ ୯ଟା ୪୫ ମିନିଟ୍ରେ ବାଦଲ ସାହୁ(୩୦) ନାମକ ଯୁବକଙ୍କୁ ଗୁଳି କରାଯାଇଛି। ୫ଜଣ ଦୁର୍ବୃତ୍ତ ବାଇକରେ ଆସି ଏହି କାଣ୍ଡ ଘଟାଇଛନ୍ତି। ବାଦଲଙ୍କ ଡାହାଣ ହାତରେ ଗୁଳି ବାଜିବାରୁ ସେ ଗୁରୁତର ହୋଇ ତଳେ ପଡିଯାଇଥିଲେ। ସ୍ଥାନୀୟ ଲୋକେ ପହଞ୍ଚିବାରୁ ଦୁର୍ବୃତ୍ତମାନେ ସେଠାରୁ ଫେରାର ହୋଇଯାଇଥିଲେ। ଶିଳ୍ପାଞ୍ଚଳ ଥାନା ପୋଲିସ ପହଞ୍ଚି ବାଦଲଙ୍କୁ ଚିକିତ୍ସା ଲାଗି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି। ଗୁଳିକାଣ୍ଡର କାରଣ ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ଗୁଳି କରିଥିବା ଦୁର୍ବୃତ୍ତମାନଙ୍କ ମଧ୍ୟରୁ ଜଣେ ବାଲେଶ୍ୱର ମାନସିଂ ବଜାର ଲୋକ ବୋଲି ଆଇଆଇସି ଜୟନ୍ତ ବେହେରା ତଦନ୍ତରୁ ଜାଣିପାରିଥିବା ସୂଚନା ଦେଇଛନ୍ତି।
ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ
ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...
ପୂର୍ବ ଶତ୍ରୁତା, ବାଲି ବ୍ୟବସାୟକୁ କେନ୍ଦ୍ର କରି ଗୁଳିମାଡ଼, ୪ ଅଟକ
ବାଲେଶ୍ୱର,୧୩।୧୨( ବାଞ୍ଛାନିଧି ଦେ): ବାଲେଶ୍ବର ଜିଲା ସିଂଲା ଥାନା ଅନ୍ତର୍ଗତ ଗିଲାଯୋଡ଼ି ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଗୁଳିମାଡ଼ ହୋଇଛି । ପୂର୍ବ ଶତ୍ରୁତା ଓ...
ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ
ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...
କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ
ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...
ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ
ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...
କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…
ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...
ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ
ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ...
ଜାଲରେ ପଡ଼ିଲା ୭ ଟନର ସାର୍କ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼
ଭୋଗରାଇ, ୫ା୧୨(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ସମୁଦ୍ର କୂଳ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଲା ବିଶାଳକାୟ ସାର୍କ ମାଛ। ଏହି ମାଛକୁ ନିକଟସ୍ଥ ଗ୍ରାମର...
Archives


