ବାଲେଶ୍ୱର ଜିଲା ପାଲିସ ଲାଇନ୍‌ ପଡ଼ିଆରେ ସାଧାରଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ

ବାଲେଶ୍ୱର ଅଫିସ, ୨୬।୧: ବାଲେଶ୍ୱର ଜିଲାରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି । ଜିଲା ପୋଲିସ ଲାଇନ୍‌ ପଡ଼ିଆରେ ଆୟୋଜିତ ଏହି ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି ଯୋଗଦେଇ ପତାକା ଉତ୍ତୋଳନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri