ବାଲେଶ୍ୱର-ନୀଳଗିରି ଷ୍ଟେଶନ ମଧ୍ୟରେ ମରାମତି: ୩ ଟ୍ରେନ ବାତିଲ୍‌, ୭ଟିର ସମୟ ପରିବର୍ତ୍ତନ

ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ବାଲେଶ୍ୱର ଓ ନୀଳଗିରି ରୋଡ଼ ଷ୍ଟେଶନ ମଧ୍ୟରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ରବିବାର ୩ ଟ୍ରେନ୍‌ ବାତିଲ୍‌ ସହ ୭ଟିର ସମୟ ପରିବର୍ତ୍ତନ କରାଯାଇଛି। ଦକ୍ଷିଣ ପୂର୍ବ ରେଳପଥ ପକ୍ଷରୁ ମିଳିଥିବା ସୂଚନାନୁସାରେ, ଏହି ଦୁଇ ଷ୍ଟେଶନ ମଧ୍ୟରେ ରୋଡ଼ ଓଭରବ୍ରିଜରେ ଗାର୍ଡ଼ର ସ୍ଥାପନ କରାଯିବ। ଏଥିପାଇଁ ବାତିଲ୍‌ ହେଉଥିବା ଟ୍ରେନ୍‌ଗୁଡ଼ିକ ହେଲା ୬୮୦୫୧-୬୮୦୫୧ ବାଲେଶ୍ୱର-ଭଦ୍ରକ ମେମୁ, ୬୮୧୦୯-୬୯୧୧୦ ଖଡ଼ଗପୁର-ଯାଜପୁର କେନ୍ଦୁଝର ରୋଡ଼ ମେମୁ ଓ ୧୨୦୭୩-୧୨୦୭୪ ହାଓଡ଼ା ଭୁବନେଶ୍ୱର ଜନଶତାବ୍ଦୀ ଏକ୍ସପ୍ରେସ। ସେହିଭଳି ହାଓଡ଼ାରୁ ଛାଡ଼ିବାକୁ ଥିବା ୧୨୮୨୧-୧୨୨୮୨ ଧଉଳି ଏକ୍ସପ୍ରେସ, ୧୨୭୦୩ ଫଲକନାମା ଏକ୍ସପ୍ରେସ, ୧୨୨୭୭-୧୨୨୭୮ ଶତାବ୍ଦୀ ଏକ୍ସପ୍ରେସ, ଖଡ଼ଗପୁର-ଭଦ୍ରକ ମେମୁ, ଶନିବାର ଆନନ୍ଦବିହାରରୁ ଆସୁଥିବା ୧୨୮୧୬ ନନ୍ଦନକାନନ ଏକ୍ସପ୍ରେସ ଓ ଚେନ୍ନାଇରୁ ବାହାରୁଥିବା କରମଣ୍ଡଳ ଏକ୍ସପ୍ରେସର ସମୟରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ପରିବର୍ତ୍ତିତ ସମୟ ବିଷୟରେ ଯାତ୍ରୀମାନେ ସୂଚନା କେନ୍ଦ୍ର କିମ୍ବା ରେଲ୍‌ଓ୍ବେ ଅନୁସନ୍ଧାନ ନମ୍ବରରେ ଫୋନ କରି ଜାଣିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୪୮ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର, ୨୧ା୨ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟାରେ ଏହାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ। ଏବେ ରାଜ୍ୟରେ ପାଗ ମୁଖ୍ୟତଃ…

ଝିଅର ଟିକ୍‌ଟକ୍‌ ନିଶା, ୫୧ ଲକ୍ଷର ବିଲ୍‌ ଗଣିଲେ ଦମ୍ପତି

ଲଣ୍ଡନ,୨୧।୨: ମୋବାଇଲ ଫୋନ୍‌ରେ ଟିକ୍‌ଟକ୍‌ ଦେଖିବାକୁ ୫୧ ଲକ୍ଷ ଟଙ୍କାର ବିଲ୍‌ ଭରିବା କଥା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବେ। ଏଭଳି କଥା ଆଶ୍ଚର୍ଯ୍ୟ ଲାଗୁ ଥିଲେ…

ସୁପ୍ରିମକୋର୍ଟଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ବ୍ୟାକଅପ୍ ପ୍ଲାନ ପ୍ରସ୍ତୁତ…

ନୂଆଦିଲ୍ଲୀ,୨୧।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକାର ସୁପ୍ରିମକୋର୍ଟଙ୍କ ଶୁଳ୍କ ଉପରେ ନିଷ୍ପତ୍ତିକୁ କଡ଼ା ସମାଲୋଚନା କରିଛନ୍ତି । ଟ୍ରମ୍ପ କହିଛନ୍ତି ଯେ କୋର୍ଟଙ୍କ ନିଷ୍ପତ୍ତି ନିରାଶାଜନକ।…

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri