ବାଲେଶ୍ୱର, ଭଦ୍ରକକୁ ଟପିଲା ଯାଜପୁର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨କୁ ବୃଦ୍ଧି

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର ପୁଣି ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ପଜିଟିଭ୍‌ ଯାଜପୁର ଜିଲାର। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଓ୍ବେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି। ତେବେ ଚିହ୍ନଟ ରୋଗୀଙ୍କ ବିଷୟରେ ସବିଶେଷ ତଥ୍ୟ ଜଣାପଡ଼ିନାହିଁ।

ପୂର୍ବରୁ ଯାଜପୁର ଜିଲାରେ ୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜିର ପଜିଟିଭ୍‌ଙ୍କୁ ମିଶାଇ ଏହି ସଂଖ୍ୟା ୧୨ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଛନ୍ତି। ସେହିଭଳି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭କୁ ବୃଦ୍ଧି ପାଇଛି। ସେଥିରେ ବାଲେଶ୍ୱରରେ ୮ଜଣ ଏବଂ ଭଦ୍ରକରେ ୧୧ଜଣ କରୋନା ପଜିଟିଭ୍‌ ଚିହ୍ନଟ ରହିଛନ୍ତି। ଏଣୁ ଏବେ ଯାଜପୁର ଏହି ଦୁଇ ଜିଲାକୁ ପଜିଟିଭ୍‌ ମାମଲାରେ ଟପିଥିବା ଚର୍ଚ୍ଚା ହେଉଛି।

ପ୍ରକାଶ ଯେ, ପୂର୍ବାହ୍ନରେ ଜଣେ କରୋନା ରୋଗୀ ସୁସ୍ଥ ହୋଇଥିବା ଏବଂ ସେ ଭୁବନେଶ୍ୱରର ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼…

OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍‌ ବାସିନ୍ଦା…

ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି…

କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି

ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ…

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ: ଶତରୁଦ୍ର ମହାଯଜ୍ଞରେ ପୂଜାର୍ଚ୍ଚନା କଲେ ଖଣି ମନ୍ତ୍ରୀ

ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର ମହାଯଜ୍ଞର…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri