Posted inଜାତୀୟ

ବାଲ୍ୟ ବିବାହକୁ ଅମାନ୍ୟ ଘୋଷିତ କରୁଥିବା ଆଇନକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ…

ନୂଆଦିଲ୍ଲୀ, ୨୭।୯ : ବାଲ୍ୟ ବିବାହକୁ ଅମାନ୍ୟ ଘୋଷିତ କରୁଥିବା ହରିୟାଣାର ଏକ ଆଇନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହା ଅନୁସାରେ ଏଣିକି ୧୫ରୁ ୧୮ ବର୍ଷ ବୟସ୍କ ପୁଅ ଝିଅଙ୍କ ବିବାହକୁ ବେଆଇନ ବିବେଚନା କରାଯିବ। ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ ପରେ ୨୦୨୦ରେ ହରିୟାଣା ସରକାରଙ୍କ ବାଲ୍ୟ ବିବାହ ସଂଶୋଧିତ ଆଇପନ ଅଣାଯାଇଥିଲା।

ଏହା ସହିତ ରାଷ୍ଟ୍ରପତି ନକଲ କାଗଜପତ୍ର ଦ୍ୱାରା ପଞ୍ଜିକରଣ ରୋକିବା ପାଇଁ ତାମିଲନାଡୁର ୧୯୦୮ ଆଇନର ସଂଶୋଧନ ପାଇଁ ୨୦୨୧ରେ ହୋଇଥିବା ଆଇନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏହା ଦ୍ୱାରା ନକଲି କାଗଜ ପତ୍ର ଦ୍ୱାରା ହୋଇଥିବା ପଞ୍ଜିକରଣକୁ ରଦ୍ଦ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri