ବସ୍ତା, ୧୪।୧୧(ସ୍ବ.ପ୍ର.)-ବାଲ୍ୟବିବାହ ବନ୍ଦ କରିବା ପାଇଁ ସରକାର ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନତା ସୃଷ୍ଟି କରୁଥିଲେ ମଧ୍ୟ ଏହାକୁ ସମ୍ପୂର୍ଣ୍ଣ ରୋକାଯାଇପାରୁନାହିଁ। ବସ୍ତା ବ୍ଲକ ସିଂଲା ଥାନା କଇନଗରୀ ପଞ୍ଚାୟତରେ ବୁଧବାର ବିଳମ୍ବିତ ରାତିରେ ଏକ ବାଲ୍ୟବିବାହ ଚାଲିଥିବା ବେଳେ ବାଲିଆପାଳ ଚାଇଲ୍ଡଲାଇନ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇ ଏହାକୁ ବନ୍ଦ କରାଯାଇଛି।
ଏହି ପଞ୍ଚାୟତର ଜଣେ ନାବାଳିକାଙ୍କ ବିବାହ ବସ୍ତା ଥାନା ଅଞ୍ଚଳର ଏକ ଯୁବକଙ୍କ ସହ ସ୍ଥିର ହୋଇଥିଲା। ବୁଧବାର ରାତିରେ ବାହାଘର ଲାଗି ପ୍ରସ୍ତୁତି ଚାଲିଥିଲା ବେଳେ ବାଲିଆପାଳ ଚାଇଲ୍ଡଲାଇନ ଏହାକୁ ବନ୍ଦ କରିଥିଲା। ଏହାସହ ବାଲ୍ୟବିବାହ କରାଇଲେ ଥିବା ଦଣ୍ଡବିଧି ଉପରେ କନ୍ୟା ମାତାପିତାଙ୍କୁ ସଚେତନ କରାଇଥିଲେ। ବସ୍ତା ସିଡ଼ିପିଓ ଚମ୍ପାମଣି ମୁର୍ମୁ, ଚାଇଲ୍ଡ ହେଲ୍ପଲାଇନର ଜିଲା ମୁଖ୍ୟ ପ୍ରଶାନ୍ତ ରାଉତ, ଟିମ୍ ମେମ୍ବର ଉତ୍ତମ ନାୟକ ପ୍ରମୁଖ ସାମିଲ ଥିଲେ। କନ୍ୟା ପିତା ଲିଖିତ ପ୍ରତିଶ୍ରୁତି ଚାଇଲ୍ଡଲାଇନକୁ ଦେବା ପରେ ବିବାହ ବନ୍ଦ ହୋଇଥିଲା।
Posted inHome, Home Left, ଆମ ଜିଲା ଖବର, ବାଲେଶ୍ୱର View All
ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍; ଡାକ୍ତରୀ ଛାତ୍ରୀ ଗୁରୁତର
ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…
ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ
ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…
ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ
ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…
ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ
ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…
ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ
ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…
୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ
ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮ ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…
ଯେଉଁ ପିଚ୍ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍
କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍ ମ୍ୟାଚ୍ ଆର୍ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍ରେ ହେବ। ଏଣୁ ପିଚ୍ ଧିମା…
ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…
ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…
Archives

