Posted inଜାତୀୟ

ବାଲ୍‌ ପୁରସ୍କାର ବିଜେତାଙ୍କୁ ଭେଟିଲେ ମୋଦି: କହିଲେ, ତୁମମାନଙ୍କଠାରୁ ମୋତେ ପ୍ରେରଣା ମିଳୁଛି

ନୂଆଦିଲ୍ଲୀ,୨୪।୧: ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ୪୯ଜଣଙ୍କୁ ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର’ ପ୍ରଦାନ କରିଛନ୍ତି। ଚଳିତବର୍ଷ ପୁରସ୍କାର ବିଜେତାଙ୍କୁ ଶୁକ୍ରବାର ଭେଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ସେ କହିଛନ୍ତି, ଆଜିକାଲି ପିଲାମାନଙ୍କ ସମାଜ ଏବଂ ରାଷ୍ଟ୍ର ପ୍ରତି ସଚେତନ ଭାବ ଦେଖି ନିଜକୁ ଗର୍ବିତ ମନେ କରୁଛି। ଏତେ କମ ବୟସରେ ବିଭିନ୍ନ କ୍ଷେତ୍ରରେ ତୁମେମାନେ ଯେଉଁଭଳି ନିଜର ପ୍ରତିଭା ଦେଖାଇଛ, ତାହା ମୋତେ ଆଶ୍ଚର୍ଯ୍ୟ କରିଛି। ତୁମମାନଙ୍କଠାରୁ ଅନେକ କିଛି ପ୍ରେରଣା ମିଳିଛି ବୋଲି ପୁରସ୍କୃତ ପିଲାମାନଙ୍କୁ ମୋଦି କହିଥିଲେ। ସୂଚନାଯୋଗ୍ୟ, ସମାଜସେବା, କଳା, ସଂସ୍କୃତି ଓ କ୍ରୀଡ଼ା କ୍ଷେତ୍ରରେ ଉତ୍କର୍ଷ ଓ ଉଲ୍ଲେଖନୀୟ କୃତିତ୍ୱ ପାଇଁ ଛାତ୍ରୀଛାତ୍ରଙ୍କୁ ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର’ ଦିଆଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri