ବାଳାଶ୍ରମରୁ ଅନ୍ତେବାସୀ ଫେରାର୍‌ ଘଟଣା: ଆଉ ୨ ନାବାଳିକା ଉଦ୍ଧାର, ମିଳିନି ୭ ଜଣଙ୍କ ପତ୍ତା

ବ୍ରହ୍ମପୁର ଅଫିସ,୧୧ା୧-ଗୋଷାଣୀନୂଆଗଁା ଥାନା ଉତ୍କଳ ବାଳାଶ୍ରମରୁ ଗତ ୬ ତାରିଖରେ ଫେରାର୍‌ ହୋଇଯାଇଥିବା ୧୩ ନାବାଳିକାଙ୍କ ମଧ୍ୟରୁ ପୂର୍ବରୁ ୪ ଜଣ ଉଦ୍ଧାର ହୋଇଥିଲେ। ଶୁକ୍ରବାର ଆଉ ୨ ଜଣଙ୍କୁ ସ୍ବତନ୍ତ୍ର ଟିମ ଉଦ୍ଧାର କରିଛି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ଭୁବନେଶ୍ୱରର ଖଣ୍ଡଗିରି ଅଞ୍ଚଳରୁ ଓ ଅନ୍ୟ ଜଣେ କେନ୍ଦ୍ରାପଡ଼ାରୁ ଫେରୁଥିବା ବେଳେ ତାଙ୍କୁ କଟକ ବସଷ୍ଟାଣ୍ଡରୁ ଉଦ୍ଧାର କରାଯାଇଥିବା ଥାନାଧିକାରୀ ସୁମିତ କୁମାର ସୋରେନ ସୂଚନା ଦେଇଛନ୍ତି। ଫେରାର୍‌ ନାବାଳିକାମାନଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୬ ଜଣ ଉଦ୍ଧାର ହେଲେଣି। ଅନ୍ୟପକ୍ଷରେ ଘଟଣାର ୪ ଦିନ ପରେ ଆଉ ୭ ଜଣଙ୍କ ପତ୍ତା ଏ ଯାଏ ମିଳିପାରିନାହିଁ। ସେମାନେ ସେମାନେ କେଉଁଠି ଏବଂ କିପରି ଅଛନ୍ତି ତାହା ଅସ୍ପଷ୍ଟ ରହିଛି।
ସୂଚନାଯୋଗ୍ୟ, ଗତବର୍ଷ ୬ ନାବାଳିକା ଉତ୍କଳ ବାଳାଶ୍ରମରୁ ଚମ୍ପଟ ମାରିଥିଲେ। ସେମାନଙ୍କୁ ଅଦ୍ୟାବଧି ଉଦ୍ଧାର କରାଯାଇ ପାରିନାହିଁ। ଅସୁରକ୍ଷିତ ଭାବେ ଅନ୍ତେବାସୀମାନେ ବାଳାଶ୍ରମରେ ରହୁଥିବା ଯୋଗୁ ଏଭଳି ଘଟଣା ବାରମ୍ବାର ଘଟୁଛି। ଅନ୍ୟପକ୍ଷରେ ବାଳାଶ୍ରମର ପାଚେରି ନିର୍ମାଣ ପାଇଁ ବାରମ୍ବାର ଦାବି ହେଉଥିଲେ ମଧ୍ୟ ସେଥିପ୍ରତି କେହି ଦୃଷ୍ଟି ନ ଦେବା ପରିତାର ବିଷୟ ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…

ହୃଦ୍‌ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍‌ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?