ବାସନ୍ତୀକ ନବରାତ୍ର ପୂଜା : ଚନ୍ଦ୍ରଘଣ୍ଟା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୧।୩, (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଅନୁଷ୍ଠିତ ହୋଇଛି। ତୃତୀୟ ଦିବସ ଶନିବାରରେ ଦେବୀ ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଇଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ ଧୂପ, ଦୀପ, ଫୁଲ ଧରି ମନ୍ଦିରକୁ ପହଞ୍ଚି ମା’ ସମଲେଶ୍ବରୀଙ୍କ ଦର୍ଶନ କରୁଛନ୍ତି। ଦେବୀଙ୍କ ପୀଠରେ ସକାଳୁ ବହୁ ଭକ୍ତଙ୍କ ସମାଗମ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗିନିଜ ୱାଲର୍‌ଡ ରେକଡର୍‌ସରେ ଓଡ଼ିଶା ପଖାଳ: ୧,୧୭୭ କିଲୋଗ୍ରାମ ଓଜନର…

ଭୁବନେଶ୍ୱର,୨୧ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ପର୍ଯ୍ୟଟନ ବିଭାଗ ଏକ ଐତିହାସିକ ବିଶ୍ୱସ୍ତରୀୟ ସଫଳତା ହାସଲ କରିଛି। ୧,୧୭୭ କିଲୋଗ୍ରାମ ଓଜନର ପଖାଳ ପ୍ରସ୍ତୁତ କରିବା ସହ ଏକ ବିଶାଳ ପାତ୍ରରେ…

ବନ୍ଦ ହେବ ଯୁଦ୍ଧ! ‘ସାମରିକ ଅଭିଯାନକୁ ହ୍ରାସ କରିବ ଆମେରିକା’ – ମଧ୍ୟପ୍ରାଚ୍ୟରେ ଜାରି ଉତ୍ତେଜନା ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି

ଓ୍ବାଶିଂଟନ,୨୧।୩: ଶନିବାର ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୨୨ ତମ ଦିନ। ସଂଘର୍ଷ ଚତୁର୍ଥ ସପ୍ତାହରେ ପ୍ରବେଶ କରିବା ସତ୍ତ୍ୱେ, ପରିସ୍ଥିତି ଅସ୍ଥିର ରହିଛି। ଉଭୟ ପକ୍ଷ ଡ୍ରୋନ…

ଅଧରାତିରେ ପ୍ରଧାନ ଶିକ୍ଷୟିତ୍ରୀ-ରାତ୍ର ଜଗୁଆଳିଙ୍କୁ ହାଣିଲେ ଦୁର୍ବୃତ୍ତ:କ୍ଲିନିକ୍‌ ଯାଉଥିବାବେଳେ…

ବାରିପଦା,୨୧।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଳମା ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୁତ୍ତଙ୍କ ମରଣାନ୍ତ୍ରକ ଆକ୍ରମଣରେ ଜଣେ ମୃତ୍ୟୁବରଣ କରିଥିବାବେଳେ ଜଣେ…

ଚଳନ୍ତା ବସରେ ଲାଗିଲା ନିଆଁ: ଯାତ୍ରା କରୁଥିଲେ ବିଧାୟକ, ଆଉ ତା’ପରେ…

ପଟ୍ଟାଙ୍ଗି,୨୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡିଶାକୁ ଲାଗି ରହିଥିବା ଆନ୍ଧ୍ର ରାଜ୍ୟର ବିଜୟନଗରମ ଜିଲା ଅଧିନସ୍ଥ ରାମ୍ପଦ୍ରପୁରମ ନିକଟସ୍ଥ ତାରାପୁରମ ଗ୍ରାମ ନିକଟରେ…

ଫ୍ଲାଏ ଓଭର ବ୍ରିଜ ତଳେ ହୁତୁ ହୁତୁ ହୋଇ ଜଳୁଛି ନିଆଁ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଲାଇଫ ଲାଇନ ବୋଲାଉଥିବା ତଥା ୩୨୬ ନଂ ଜାତୀୟ ରାଜପଥରେ ରହିଥିବା ଏକ ମାତ୍ର ଫ୍ଲାଏ ଓଭର ବ୍ରିଜ ତଳେ…

ବସୁଧା ଯୋଜନା ଅପହଞ୍ଚ: ପିଇବା ପାଣି ପାଇଁ ସଂଘର୍ଷ କରୁଛନ୍ତି ଗ୍ରାମବାସୀ

ଦାରିଙ୍ଗବାଡ଼ି ୨୧।୩ ( ଅରୁଣ ସାହୁ ) କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ସିର୍କାବର୍ଗ ପଞ୍ଚାୟତର ବାଞ୍ଜାମାହା ଗାଁ ନାହୁଡ଼ିମାହା ସାହି ଏବଂ ପାଙ୍ଗାମାହାରେ ଜଳ…

ପରୀକ୍ଷା ଋତୁ ଓ କୁତୁକୁତୁ

ମଣିଷ ଜୀବନଟା ଗୋଟେ ପରୀକ୍ଷା। ସେ ପରୀକ୍ଷାରେ କିଏ ବହୁତ ପଢିଲା ପରେ ବାରମ୍ବାର ଫେଲ୍‌ ହେଉଥାଏ ତ ଆଉ କିଏ ଆଦୌ ନ ପଢି କପିକୁପା…

ଆକାଶ ଛାତ

ଘର ତିଆରି କରିବାବେଳେ ଆମେ ଖରା, ବର୍ଷା, ଶୀତ ଓ ଅନ୍ୟାନ୍ୟ ଆପଦ ବିପଦରୁ ରକ୍ଷା ପାଇବା ପାଇଁ ଛାତଟିଏ ନିର୍ମାଣ କରୁ। ଘର ପାଇଁ ଛାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri