ବାସ୍ତୁ ଅନୁଯାୟୀ ଘରର ରଙ୍ଗ

ବାସ୍ତୁଶାସ୍ତ୍ର ଅନୁଯାୟୀ ଦିଗ ଓ ଘର ମାଲିକଙ୍କ ଜନ୍ମତିଥି ଅନୁସାରେ ଘରକୁ ରଙ୍ଗ କରାଯିବା ଉଚିତ। କାରଣ ପ୍ରତ୍ୟେକ ଦିଗ ପାଇଁ ଏକ ରଙ୍ଗ ଥାଏ। ହୋଇପାରେ ଏହା ଘରର ମାଲିକଙ୍କ ସହ ମେଳ ନ ଖାଇପାରେ। ସେଥିପାଇଁ ଘର ମାଲିକଙ୍କୁ ବାସ୍ତୁଶାସ୍ତ୍ର ଅନୁଯାୟୀ ଘରକୁ ରଙ୍ଗ କରାଇବା ଜରୁରୀ।

ଉତ୍ତର-ପୂର୍ବ ପାଇଁ ହାଲୁକା ନୀଳ, ପୂର୍ବ ଧଳା କିମ୍ବା ହାଲୁକା ନୀଳ, ଦକ୍ଷିଣ-ପୂର୍ବ ଦିଗ ଅଗ୍ନି ସହ ଜଡିତ। ତେଣୁ କମଳା, ଗୋଲାପୀ କିମ୍ବା ସିଲ୍‌ଭର ରଙ୍ଗ ଉର୍ଜା ବଢ଼ାଇବା ଲାଗି ବ୍ୟବହାର କରିପାରିବେ। ଉତ୍ତର ଦିଗ ପାଇଁ ସବୁଜ ରଙ୍ଗ ଭଲ। ଉତ୍ତର-ପଶ୍ଚିମ ଦିଗ ବାୟୁ ସହ ଜଡିତ। ତେଣୁ ଧଳା, ହାଲୁକା ଗ୍ରେ, କ୍ରିମ୍‌ ରଙ୍ଗ ପରଫେକ୍ଟ। ପଶ୍ଚିମ ଦିଗ ବରୁଣଙ୍କର ଅଟେ। ତେଣୁ ନୀଳ ଓ ଧଳା ରଙ୍ଗ ସର୍ବଶ୍ରେଷ୍ଠ। ଦକ୍ଷିଣ-ପଶ୍ଚିମ ଦିଗରେ ଥିବା ଘରେ ଓଦା ମାଟି ରଙ୍ଗ, ହାଲୁକା ବ୍ରାଉନ୍‌ ରଙ୍ଗ ଦେଇପାରିବେ। ଦକ୍ଷିଣ ଦିଗରେ ଲାଲ ଓ ହଳଦିଆ ରଙ୍ଗ ଦେଇପାରିବେ।

ମାଷ୍ଟର ବେଡ୍‌ରୁମ- ଏହା ଦକ୍ଷିଣ ପଶ୍ଚିମ ଦିଗରେ ରହିବା ଭଲ। ଆଉ ନୀଳ ରଙ୍ଗ ଦେବେ।

ଗେଷ୍ଟ ରୁମ୍‌/ଡ୍ରଇଂ ରୁମ୍‌-ଏହି ରୁମ୍‌ ଉତ୍ତର-ପଶ୍ଚିମ ଦିଗରେ ହେବା ଉଚିତ। ଆଉ ଧଳା ରଙ୍ଗ ଦେଲେ ଭଲ।

ପିଲାଙ୍କ ରୁମ୍‌- ଉତ୍ତର-ପଶ୍ଚିମ ଦିଗ ଏହି ରୁମ୍‌ ପାଇଁ ଶ୍ରେୟସ୍କର। ଏହି ରୁମ୍‌କୁ ଧଳା ରଙ୍ଗ ଦେବା ଉଚିତ।

ରୋଷେଇ ଘର- ଦକ୍ଷିଣ ପୂର୍ବ ଦିଗରେ ଏହି ରୁମ୍‌ କରିବା ଉଚିତ। ଆଉ ଏହି ରୁମ୍‌ର କାନ୍ଥ ରଙ୍ଗ କମଳା ଓ ଲାଲ କରନ୍ତୁ।

ଘର ବାହାରର ରଙ୍ଗ- ହାଲୁକା ହଳଦିଆ, ଅଫ୍‌ ହ୍ବାଇଟ୍‌, ହାଲୁକା ଗୋଲାପୀ କମଳା ରଙ୍ଗ ସବୁ ରାଶି ପାଇଁ ଭଲ ା ତେଣୁ ଏହାକୁ ଦେଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଦିନ ପରେ ନବପଞ୍ଚମ ଯୋଗ: ମିଥୁନ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ! ବୃହସ୍ପତିଙ୍କ କୃପାରୁ ବର୍ଷିିବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ଓ ସେମାନଙ୍କର ପରସ୍ପର ସ୍ଥିତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଗ୍ରହ ନିର୍ଦ୍ଦିଷ୍ଟ ସ୍ଥିତିରେ ଆସିଲେ ବିଭିନ୍ନ ଯୋଗ ସୃଷ୍ଟି…

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ, ଅକ୍ଟୋବରରୁ ୩ରାଶିଙ୍କ ଧନଲାଭ ଯୋଗ; ଚାକିରିରେ ବଡ଼ ପ୍ରମୋଶନ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ, ଶନିଙ୍କୁ ସବୁଠାରୁ ଶକ୍ତିଶାଳୀ, ନିଷ୍ଠୁର ଗ୍ରହ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ । ଶନିଙ୍କ ସ୍ଥିତିର ପ୍ରଭାବ ୧୨ଟି ରାଶି ସହିତ…

ଏପ୍ରିଲ ୨୦୨୭ ଯାଏଁ ରାହୁଙ୍କ କୃପା! ୩ ରାଶିଙ୍କୁ ମିଳିବ ପ୍ରଚୁର ଟଙ୍କା, ଚମକିବ କ୍ୟାରିୟର

ଛାୟା ଗ୍ରହ ରାହୁ ଏହି ସମୟରେ ଧନିଷ୍ଠା ନକ୍ଷତ୍ରରେ ବିରାଜମାନ ଅଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ଧନିଷ୍ଠା ନକ୍ଷତ୍ରକୁ ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ, କାରଣ ଏହା…

୨୦୨୭ରେ ଏହି ୪ ରାଶି ଉପରେ ଶନିଙ୍କ କୋପଦୃଷ୍ଟି! ମେଷ-ମୀନ ସମେତ ଏମାନଙ୍କ ବଢ଼ିବ ଅଡୁଆ, ପାଦେ ପାଦେ ବିପଦ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବ ଏବଂ ତାଙ୍କର ପ୍ରଭାବକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଧରାଯାଏ। ତାଙ୍କୁ କର୍ମଫଳଦାତା କୁହାଯାଏ ଏବଂ ତାଙ୍କର ସ୍ଥିତିର ପ୍ରଭାବ ବ୍ୟକ୍ତିର ବ୍ୟକ୍ତିଗତ ଜୀବନଠାରୁ…

ଗଣେଶ ପୂଜାଠାରୁ ୫ ରାଶିର ଆରମ୍ଭ ହେବ ଗୋଲଡେନ୍‌ ସମୟ, ଏହି ୭ ରାଶି ପାଇଁ ଖରାପ! ଜାଣନ୍ତୁ ସାପ୍ତାହିକ ରାଶିଫଳ

ଆରମ୍ଭ ହେବାକୁ ଯାଉଛି ନୂଆ ସପ୍ତାହ। ଆସନ୍ତା ୧୪ରୁ ୨୦ ସେପ୍ଟେମ୍ବର ୨୦୨୬ ମଧ୍ୟରେ ଗ୍ରହ-ନକ୍ଷତ୍ରଙ୍କ ସ୍ଥିତିର ପ୍ରଭାବ ୧୨ଟି ରାଶି ଉପରେ ପଡ଼ିପାରେ। ସପ୍ତାହର ଆରମ୍ଭରେ…

କର୍କଟ ସମେତ ଏହି ରାଶିଙ୍କୁ ଟେନ୍‌ସନ ଦେବେ ମଙ୍ଗଳ: ସମ୍ପର୍କରେ ପଡ଼ିବ ଭଟ୍ଟା! ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳଙ୍କୁ ଗ୍ରହମାନଙ୍କ ସେନାପତି ବୋଲି କୁହାଯାଏ। ସାହସ, ଶକ୍ତି, ଉତ୍ସାହ, କ୍ରୋଧ ଓ ଆକ୍ରମଣାତ୍ମକତାର କାରକ ଭାବେ ମଙ୍ଗଳଙ୍କୁ ବିବେଚନା କରାଯାଏ। ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?