Posted inଜାତୀୟ

ବାହାଡା ଦାନ୍ତ ପାଇଁ ତିନି ତଲାକ୍‌

ହାଇଦ୍ରାବାଦ, ୨ା୧୧(ପି.ଟି.): ହାଇଦ୍ରାବାଦର କୁଶାଇଗୁଡ଼ାରେ ଜଣେ ଅଟୋ ଡ୍ରାଇଭର ନିଜ ସ୍ତ୍ରୀଙ୍କ ବାହାଡା ଦାନ୍ତ ପାଇଁ ତାଙ୍କୁ ତିନି ତଲାକ୍‌ ଦେଇଥିବା ଅଭିଯୋଗ ହୋଇଛିି। ଏନେଇ ଥାନାରେ ମାମଲା ରୁଜୁହେବା ପରେ ଯୁବକଙ୍କ ବିରୋଧରେ ଆଇପିସିର ବିଭିନ୍ନ ଦଫା ଲଗାଯାଇଛି। ବାହାଘରକୁ ମାତ୍ର ୪ ମାସ ପୂରିଥିଲା। ବିବାହ ପରେ ସ୍ବାମୀ ମହମ୍ମଦ ମୁସ୍ତାଫା(୩୬) ମୋତେ ନିର୍ଯାତନା ଦେବା ସହ ଭଲ ପାଉ ନ ଥିବା କହିଥିଲେ ବୋଲି କହିଛନ୍ତି ରୁକ୍ସାନା ବେଗମ୍‌(୨୫)। ବାପ ଘରୁ କିଛି ଆଣି ନ ଥିବା ଓ ଦାନ୍ତ ଖରାପ ଥିବା ଯୋଗୁ ଏଭଳି ତିନି ତଲାକ୍‌ ଦିଆଯାଇଥିବା ରୁକ୍ସାନା ଅଭିଯୋଗ କରିବା ପରେ ପାଲିସ ଖୋଳ୍‌ତାଡ୍‌ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀଙ୍କ କଡ଼ା ଚେତାବନୀ: ସମୟ ଅଛି ଜମି ଫେରାଅ ନଚେତ୍‌…

ଭୁବନେଶ୍ୱର,୧୧ା୧୨: ପ୍ରଭାବଶାଳୀ ଜମି ଜବରଦଖଲକାରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସମୟ ଅଛି ଜମି ଫେରାଅ, ନ ହେଲେ...

ନାସାକୁ ବଡ଼ ଝଟକା, ମଙ୍ଗଳ ଗ୍ରହରୁ ଗାୟବ ହେଲା MAVEN!

ନୂଆଦିଲ୍ଲୀ,୧୧ା୧୨: ଆମେରିକାର ଅନ୍ତରୀକ୍ଷ ସଂସ୍ଥା ନାସା ମଙ୍ଗଳ ଗ୍ରହରୁ କିଛି ବିଚଳିତକର ଖବର ସାମ୍ନାକୁ ଆସିଛି । ଗତ 11 ବର୍ଷ ଧରି ଲାଲ ଗ୍ରହ...

ଭୟଙ୍କର ଦୁର୍ଘଟଣା: ହଜାର ଫୁଟ ଗଭୀରକୁ ଖସିଲା ଟ୍ରକ୍‌, ଚାଲିଗଲା ୨୨ ଶ୍ରମିକଙ୍କ ଜୀବନ

ଇଟାନଗର,୧୧ା୧୨: ଅରୁଣାଚଳ ପ୍ରଦେଶର ଅଞ୍ଜା ଜିଲାରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ  ବିପଦପୂର୍ଣ୍ଣ ପାହାଡ଼ି ରାସ୍ତାରୁ ହଜାର ଫୁଟ...

କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…

କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍‌-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍‌ଘାଟିତ...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

ବଡ଼ ଘୋଷଣା କଲା ଇଣ୍ଡିଗୋ, ବିମାନ ବାତିଲରେ ପ୍ରଭାବିତ ହୋଇଥିବା ଯାତ୍ରୀଙ୍କୁ ମିଳିବ ଏତିକି ଟଙ୍କା କ୍ଷତିପୂରଣ

ନୂଆଦିଲ୍ଲୀ,୧୧।୧୨: ହଜାର ହଜାର ଯାତ୍ରୀ ସମ୍ମୁଖୀନ ହେଉଥିବା ଅସୁବିଧାକୁ ସ୍ବୀକାର କରି ଇଣ୍ଡିଗୋ ନିକଟରେ ବଡ଼ ଘୋଷଣା କରିଛି। କମ୍ପାନୀ ଘୋଷଣା କରିଛି ଯେ ଡିସେମ୍ବର...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ! ଏହି ସ୍ଥାନରେ 5 ଦିନ ପୋଷାକ ପିନ୍ଧନ୍ତିନି ମହିଳା

ନୂଆଦିଲ୍ଲୀ,୧୧|୧୨ : ଭାରତ ଅନନ୍ୟ ସଂସ୍କୃତି, ପରମ୍ପରା ଏବଂ ମାନ୍ୟତା ପାଇଁ ସାରା ବିଶ୍ବରେ ପରିଚିତ । ଦେଶର ଏକ ସ୍ଥାନରେ ଏପରି ଏକ ପରମ୍ପରା...

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri