ବାହାନଗାରେ କୋଇଲା ବୋଝେଇ ଟ୍ରେନ୍‌ରେ ଅଗ୍ନିକାଣ୍ଡ

ବାହାନଗା,୨୩।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ରେଳଷ୍ଟେଶନ ନିକଟ ଲୋପ ଲାଇନ୍‌ରେ ଛିଡା ହୋଇଥିବା ଏକ କୋଇଲା ବୋଝେଇ ଟ୍ରେନରେ ରବିବାର ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ସୋରରୁ ଦୁଇଟି ଦମକଳ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ମାତ୍ର ଏହାର କାରଣ ଏଯାବତ୍‌ ଅସ୍ଫଷ୍ଟ ରହିଛି। ଟ୍ରେନ୍‌ରେ ପାରାଦୀପରୁ ପଶ୍ଚିମବଙ୍ଗର ଖଡଗପୁରସ୍ଥିତ ନିମପୁରାକୁ କୋଇଲା ଯାଉଥିଲା। ଶନିବାର ରାତି ସାଢେ ୧ଟା ବେଳେ ଉକ୍ତ ଟ୍ରେନ୍‌ ବାହାନଗା ଷ୍ଟେଶନରେ ଅଟକିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri