ବାହାନଗା ଟ୍ରେନ ଦୁର୍ଘଟଣା: ୮୦ ମୃତ

ବାହାନଗା ଷ୍ଟେସନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚତ୍ଛି। ଆହତ ସଂଖ୍ୟା ୮୦୦ରୁ ଅଧିକ ହେବ ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି। ଆହତଙ୍କୁ ବାଲେଶ୍ୱର ଜିଲା ବିଭିନ୍ନ ଡାକ୍ତରଖାନା ସମେତ ଭଦ୍ରକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଉଦ୍ଧାର କାର୍ଯ୍ୟ ଚାଲିଥିବାରୁ ମୃତାହତଙ୍କ ସଂଖ୍ୟା ବଢିବା ଆଶଙ୍କା କରାଯାଉଛି। ସ୍ଥାନୀୟ ଲୋକ, ପ୍ରଶାସନିକ ଟିମ୍‌ ସହ ସ୍ବେଚ୍ଛାସେବୀ ଉଦ୍ଧାର କାମରେ ନିୟୋଜିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ…

୩ ବର୍ଷ ପୂର୍ବେ ବିବାହ କରିଥିଲେ ପୁଅ ଅକାଳରେ ଚାଲିଗଲା ଜୀବନ: ଶେଷକୁ ବାପା କରିଦେଲେ ଏମିତି କାମ …

ଦଶରଥପୁର,୨୪।୫(ସୁଶାନ୍ତ କୁମାର ବେହୁରିଆ): ରୋଜଗାରିଆ ପୁଅର ଅକାଳ ମୃତ୍ୟୁକୁ ସହ୍ୟ କରିପାରିଲେନି ବାପା। ବେକରେ ଗାମୁଛା ଭିଡ଼ି ଆତ୍ମହତ୍ୟା କରିଦେଲେ। ଏଭଳି ଦୁଃଖଦ ଘଟଣା ଯାଜପୁର ଜିଲା…

ହୁମା ଓଭରବ୍ରିଜ ନିକଟରେ ପୁଣି ଦୁର୍ଘଟଣା: ବସ ସହ ଆଇଜର ଟ୍ରକର ମୁହାଁମୁହିଁ ଧକ୍କା

ଗଞ୍ଜାମ,୨୪।୫(ଅନାଥ ତରାଇ/ବିଦ୍ୟାଧର ସାହୁ): ଆଉ କେତେ ଦୁର୍ଘଟଣା ଘଟିଲେ ଏବଂ କେତେ ଲୋକଙ୍କ ପ୍ରାଣହାନି ହେଲେ ସରକାର ଓ ଜିଲ୍ଲା ପ୍ରଶାସନର ଚେତନା ଜାଗ୍ରତ ହେବ? ଏହି…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri