ବାହାର ରାଜ୍ୟରୁ ଆସିଥିବା ୨ଜଣଙ୍କୁ ବାଲେଶ୍ୱର ସ୍ଥାନାନ୍ତର

ସୋର, ୧୫ା୪(ଡି.ଏନ୍‌.ଏ.)-ମହାମାରୀ କରୋନା କୋଭିଡ଼-୧୯କୁ ରୋକିବା ପାଇଁ ଏବେ ଲକ୍‌ଡାଉନ୍‌ ନିୟମ କଡାକଡି ପାଳନ କରାଯାଉଛି। ରାଜ୍ୟ ବାହାରକୁ କିମ୍ବା ରାଜ୍ୟକୁ ଫେରୁଥିବା ଲୋକଙ୍କ ଉପରେ କଟକଣା ଲାଗୁ ହୋଇଛି। ଏହି ସମୟରେ ଗତ ୩୦ତାରିଖରେ ଖୋର୍ଦ୍ଧାରେ ନିର୍ମାଣ ଶ୍ରମିକ ଭାବେ କାର୍ଯ୍ୟରତ ପଶ୍ଚିମବଙ୍ଗ ମାଲଦା ଜିଲାର ୧୦ଜଣ ଘରକୁ ଚାଲି ଚାଲି ଯାଉଥିବା ବେଳେ ସୋରର ସ୍ଥାନୀୟ ପ୍ରଶାସନ ସେମାନଙ୍କୁ ଅଟକାଇ କଲେଜ ଛକ କଲ୍ୟାଣ ମଣ୍ଡପ କ୍ୱାରାଣ୍ଟାଇନରେ ରଖିଛି। ଏବେ ସେମାନଙ୍କର ରହିବା ଖାଇବାରେ କୌଣସି ଅସୁବିଧା ନ ଥିବା ବେଳେ ଘରକୁ ଯିବାକୁ ଜିଲା ପ୍ରଶାସନ ପାଖେ ଆକୁଳ ନିବେଦନ କରିଛନ୍ତି। ମଙ୍ଗଳବାର ମହାରାଷ୍ଟ୍ରରେ ରହୁଥିବା ସୋର ଥାନା ଅଧୀନ ଆଟ୍ଟପୁର ଗ୍ରାମର ଦୁଇ ଜଣ ଟ୍ରକ୍‌ ଯୋଗେ ଘରକୁ ଫେରିଥିବା ବେଳେ ଗ୍ରାମବାସୀଙ୍କ ତରଫରୁ ସେମାନଙ୍କୁ ଗାଁରେ ରହିିବାକୁ ବିରୋଧ କରି ସଙ୍ଗରୋଧରେ ରହିବାକୁ ପରାମର୍ଶ ଦେଇଥିଲେ। ପରେ ସେମାନଙ୍କୁ କ୍ଷେମେଶ୍ୱର କ୍ୱାରଣ୍ଟାଇନରେ ରଖାଯାଇଥିଲା। ସେଠାରେ ମଧ୍ୟ ବିରୋଧ ହେବାରୁ ସେମାନଙ୍କୁ ବାଲେଶ୍ୱର ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

ଦିଗପହଣ୍ଡିରେ ଲଗାଣ ବର୍ଷା: ବୃଦ୍ଧି ପାଉଛି ଘୋଡ଼ାହାଡ଼ ଡ୍ୟାମ୍‌ର ଜଳପତ୍ତନ,ସଜାଗ ରହିଛି…

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଗତ ୪ ଦିନ ହେବ ଦିଗପହଣ୍ଡି ଅଞ୍ଚଳରେ ତୁହାକୁ ତୁହା ପ୍ରବଳ ବର୍ଷା…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

ବନ୍ୟାର ପ୍ରଖର ସ୍ରୋତରେ ନାଳ ପାରି ହେଲେ ଗର୍ଭବତୀ

ପାତ୍ରପୁର, ୨୪ା୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୀମାନ୍ତରେ ପ୍ରବାହିତ ଜାମୁଗଣ୍ଡ ନାଳରେ ବର୍ଷାଜଳ ବୃଦ୍ଧି ପାଇଛି। ଏଥିଯୋଗୁ କେତେକ ଆଦିବାସୀ ଗ୍ରାମ ବାହ୍ୟ…

ଲାଇଭ୍‌ ହେବ କଟକ ଦୁର୍ଗାପୂଜା: ୟୁଟ୍ୟୁବ୍‌-ୱେବସାଇଟ୍‌ରେ ସିଧା ପ୍ରସାରଣ ଦେଖିପାରିବେ ଶ୍ରଦ୍ଧାଳୁ

କଟକ,୨୪।୯: କଟକର ପ୍ରସିଦ୍ଧ ଦୁର୍ଗାପୂଜା ଓ ଭସାଣି ଉତ୍ସବକୁ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ କଟକ ଦୁର୍ଗାପୂଜା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?