ବାହାର ରାଜ୍ୟ ଶ୍ରମିକଙ୍କୁ କାଉନ୍ସେଲିଂ କଲା ମନସ୍ତତ୍ୱବିତ୍ ଟିମ୍

ଛତ୍ରପୁର,୫।୪ (ଡି.ଏନ.ଏ. )- ବାହାର ରାଜ୍ୟର ଶ୍ରମିକମାନଙ୍କୁ ଅତିଥି ଭାବେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସମ୍ମାନ ଦେବା ସହ ସେମାନଙ୍କ ପାଇଁ ସବୁ ବ୍ୟବସ୍ଥା କରାଯାଇଛି। କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପରିପ୍ରେକ୍ଷୀରେ ଲକ ଡାଉନ ଗଞ୍ଜାମରେ ଲାଗୁ ହୋଇଛି ଏଥିପାଇଁ ଉକ୍ତ ଶ୍ରମିକ ମାନେ କାମ ପାଉନାହାନ୍ତି। ଏପରିକି ଏମାନେ ନିଜ ଘରକୁ ଫେରିପାରୁନାହାନ୍ତି। ଅପରପକ୍ଷରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଏମାନଙ୍କୁ ଗୋଳନ୍ଥରା ନିକଟରେ ଥିବା ରୋଲାଣ୍ଡ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜିରେ ରଖାଯାଇଛି। ଏମାନଙ୍କ ପାଇଁ ଖାଇବା ସହ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା କରାଯାଇଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଘରକୁ ଫେରିପାରୁ ନ ଥିବା ଓ କାମ ମିଳୁ ନ ଥିବା ଲାଗି ଯେପରି ଏମାନଙ୍କର ମାନସିକ ଚାପ ବଢିବନି ତାର ଧ୍ୟାନ ରଖାଯାଇଛି। ଏମାନଙ୍କୁ ପ୍ରଶାସନ କାଉନସେଲିଂ ପାଇଁ ଏକ ସ୍ବେଛାସେବୀ ମନସ୍ତତ୍ବବିତ ଟିମ ସେଠାକୁ ପଠାଯାଇଥିଲା। ଏହି ଟିମ କାଉନସେଲିଂ କରିଛି। ସେହିପରି ରାଞ୍ଚିରୁ ଚେନ୍ନାଇ ଯାଉଥିବା ଟ୍ରକକୁ ଜବତ କରି ସେଥିରୁ 60 ଜଣ ଶ୍ରମିକଙ୍କୁ ଉଦ୍ଧାର କରଯାଇଥିଲା। ଉଦ୍ଧାର ହୋଇଥିବା ସମସ୍ତେ ସଂଖ୍ୟାଲଘୁ ସମ୍ପ୍ରଦାୟର ଶ୍ରମିକ। ଏମାନଙ୍କୁ ଚମାଖଣ୍ଡି ଓଡିଶା ଆଦର୍ଶ ବିଦ୍ୟାଳୟ ରେ ରଖାଯାଇ ଖାଇବା ଓ ଆନୁସଙ୍ଗିକ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri