ବାହୁଡ଼ୁଛନ୍ତି ମହାପ୍ରଭୁ: ବଡ ଠାକୁରଙ୍କ ରଥଟଣା ଆରମ୍ଭ

ପୁରୀ ଅଫିସ, ୧୨।୭: ରଥାରୂଢ଼ ଓ ଛେରାପହଁରା ନୀତି ଶେଷ ହେବା ପରେ ରଥଟଣା ଆରମ୍ଭ ହୋଇଛି। ପୂର୍ବାହ୍ନ ୧.୧୫ରେ ସର୍ବପ୍ରଥମେ ବଡ ଠାକୁର ବଳଭଦ୍ରଙ୍କ ରଥଟଣା କାର୍ଯ୍ୟ ଆରମ୍ଭ ହୋଇଛି। ପୂର୍ବରୁ ଅପରାହ୍ନ ୪ଟାରେ ରଥଟଣା ଲାଗି ନୀତି ନିର୍ଘଣ୍ଟ ହୋଇଥିଲା। ମାତ୍ର ସଅଳ ନୀତିକାନ୍ତି ଯୋଗୁ ୨ ଘଣ୍ଟା ୪୫ ମିନିଟ ପୂର୍ବରୁ ରଥ ଟଣା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆତଙ୍କ: କୁକୁରକୁ ମାରି ଖାଇଲା ବାଘ, ସିସିଟିଭିରେ କଏଦ ଦୃଶ୍ୟରୁ…

ବରଗଡ଼,୨ା୯(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅଞ୍ଚଳରେ ବାଘ ଆତଙ୍କ ଦେଖାଯାଇଛି। ମଙ୍ଗଳବାର ସିସିଟିଭିରେ ବାଘ ବୁଲୁଥିବାର ଚିତ୍ର କଏଦ ହେବା ଏବଂ ସେଠାରେ ଏକ…

ସମୁଦ୍ର କୂଳରେ ବୁଲୁଥିଲେ ପ୍ରେମୀଯୁଗଳ, ହଠାତ୍‌ ମାରିଲା ବିଜୁଳି, ଘଟିଗଲା ଦୁଃଖଦ ଘଟଣା, ଭିଡିଓ ଦେଖିଲେ…

ବ୍ରାସିଲିଆ,୨ା୯: ବ୍ରାଜିଲର ପାଲହୋକାରେ ଥିବା ପ୍ରିଆ ଡା ପିନହେଇରା ବିଚ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ପ୍ରେମୀଯୁଗଳ ବେଳାଭୂମିରେ ଚାଲୁଛନ୍ତି।…

୩ ଶକ୍ତିଶାଳୀ ଦେଶର ତାଲିକାରେ ଭାରତ, ଆମେରିକାର ନାଁ ନାହିଁ! ବଡ଼ ଘୋଷଣା କଲେ…

ନୂଆଦିଲ୍ଲୀ,୨।୯: ସାଂଘାଇ ସହଯୋଗ ସଂଗଠନ (SCO)ର ମଞ୍ଚରେ ଭାରତକୁ ନେଇ ବଡ଼ ବୟାନ ଦେଇଛନ୍ତି ବେଲାରୁସ ରାଷ୍ଟ୍ରପତି ଏଲେକ୍ସାଣ୍ଡର ଲୁକାଶେଙ୍କୋ। ତାଙ୍କ ଭାଷଣରେ ସେ ଭାରତକୁ ବିଶ୍ୱର…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଏ କ’ଣ କରିଦେଲା BCCI, ଅଧିନାୟକ ଶେୟସ ଆୟରଙ୍କ ବଢିଲା ଟେନ୍‌ସନ୍‌

ନୂଆଦିଲ୍ଲୀ,୨।୯: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଆଗାମୀ ଅନ୍ତର୍ଜାତୀୟ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶ୍ରେୟସ ଆୟର ପୁଣି ଥରେ ଦଳର ନେତୃତ୍ୱ…

ଘରେ ଚାଲିଥିଲା ବିବାହ ଉତ୍ସବ, ଛାତ ଉପରେ ପଡ଼ିଲା ଆମେରିକା ଡ୍ରୋନ୍‌: ଆଉ ତା’ପରେ…

ଓ୍ବାଶିଂଟନ୍‌,୨।୯: ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ କରିଛି। ଏଥର ବିବାହ ଉତ୍ସବ ଚାଲିଥିବା ଏକ ଘର ଉପରେ ଆମେରିକା ଡ୍ରୋନ ପଡ଼ିଥିଲା। ଏଥିରେ ଘରର…

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri