ବଲିଉଡର ମେଗା ସୁପରଷ୍ଟାର ଶାହରୁଖ ଖାନ ଫିଲ୍ମ ‘ପଠାନ’ ଜରିଆରେ ବଡ ପରଦାରେ ଦୃଢ ପ୍ରତ୍ୟାବର୍ତ୍ତନ କରିଛନ୍ତି। ନିର୍ଦ୍ଦେଶକ ସିଦ୍ଧାର୍ଥ ଆନନ୍ଦଙ୍କ ନିର୍ଦ୍ଦେଶନାରେ ନିର୍ମିତ ‘ପଠାନ’ ରୋଜଗାରରେ ବହୁ ରେକର୍ଡ ଭାଙ୍ଗିଛି। ‘ପଠାନ’ ଏବେ ରୋଜଗାର ଦୃଷ୍ଟିରୁ ସାଉଥ ସିନେମାର ବ୍ଲକବଷ୍ଟର ଫିଲ୍ମ ‘ବାହୁବଳୀ ୨’କୁ ପଛରେ ପକାଇ ଦେଇଛି।
ପ୍ରସିଦ୍ଧ ସିନେ ସମୀକ୍ଷକ ତରଣ ଆଦର୍ଶ ଶାହରୁଖଙ୍କ ଅଭିନୀତ ‘ପଠାନ’ର ସର୍ବଶେଷ ରୋଜଗାର ଆକଳନ ବିଷୟରେ ସୂଚନା ଦେଇଛନ୍ତି। ତରନ କହିଛନ୍ତି, ଫିଲ୍ମ ‘ପଠାନ’ ରିଲିଜ ହେବାର ୨୫ ଦିନରେ ବକ୍ସ ଅଫିସରେ ୫୧୧.୪୨ କୋଟି ରେକର୍ଡ ଭାଙ୍ଗିଛି। ଏହା ସହିତ ‘ପଠାନ’ ସାଉଥ ସୁପରଷ୍ଟାର ପ୍ରଭାସଙ୍କ ଅଭିନୀତ ଫିଲ୍ମ ‘ବାହୁବଳୀ ୨’ର ରେକର୍ଡ ଭାଙ୍ଗିଛି। ‘ବାହୁବଳୀ ୨’ ବକ୍ସ ଅଫିସରେ ୫୧୦.୯୯ କୋଟି ସଂଗ୍ରହ କରିଥିଲା।
କେବଳ ‘ବାହୁବଳୀ ୨’ ନୁହେଁ, ରୋଜଗାର ଦୃଷ୍ଟିରୁ ସୁପରଷ୍ଟାର ଶାହରୁଖ ଖାନଙ୍କ ଫିଲ୍ମ ‘ପଠାନ’ ସାଉଥ ସିନେମାର ବ୍ଲକବଷ୍ଟର ଫିଲ୍ମ କେଜିଏଫ ୨, ଆରଆରଆର, ଟାଇଗର ଜିନ୍ଦା ହୈ, ଦଙ୍ଗଲ ଏବଂ ଓ୍ବାର ଭଳି ଫିଲ୍ମକୁ ଅତିକ୍ରମ କରିଛି।
ମଧ୍ୟବିତ୍ତଙ୍କୁ ବଡ଼ ଝଟ୍କା: ଅକ୍ଟୋବରରୁ ବଦଳିଯିବ ଏସବୁ ନିୟମ, ଏବେଠୁ ଜାଣି ରଖନ୍ତୁ ସବୁକିଛି
ନୂଆଦିଲ୍ଲୀ,୨୩।୯: ପ୍ରତି ମାସର ପହିଲା ତାରିଖରେ କିଛି ନା କିଛି ନିୟମରେ ପରିବର୍ତ୍ତନ ହୋଇଥାଏ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ମଧ୍ୟ ଉତ୍ସୁକତା ରହିଥାଏ ଯେ, ଆସନ୍ତା…
ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି
ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…
ମଘା ନକ୍ଷତ୍ରକୁ ଯିବେ ଗୁରୁ ବୃହସ୍ପତି: ଅକ୍ଟୋବରରୁ ଆରମ୍ଭ ହେବ ୪ ରାଶିଙ୍କ ଗୋଲଡେନ୍ ଟାଇମ୍, ଚାକିରି-ବ୍ୟବସାୟରେ…
ଜ୍ୟୋତିଷ ଶାସ୍ତ୍ରରେ ଗୁରୁ ଗ୍ରହଙ୍କୁ ଜ୍ଞାନ, ଧନ, ଭାଗ୍ୟ, ବିସ୍ତାର, ସୁଖ ଓ ସମୃଦ୍ଧିର କାରକ ଭାବେ ବିବେଚନା କରାଯାଏ। ଶୁଭ ଗ୍ରହମାନଙ୍କ ମଧ୍ୟରେ ଗୁରୁଙ୍କୁ ବିଶେଷ…
ଅଶ୍ବିନଙ୍କ ବଡ଼ ଖୁଲାସା; CSK ହେଡ୍ କୋଚ୍ ହେବାକୁ ଏହି ଖେଳାଳିଙ୍କୁ ମିଳିଥିଲା ଅଫର, ହେଲେ…
ଚେନ୍ନାଇ,୨୩।୯: ଆଇପିଏଲ୍ ୨୦୨୭ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଜାହିର ଖାନ୍ଙ୍କୁ ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି। ସେ ଷ୍ଟିଫେନ୍ ଫ୍ଲେମିଂଙ୍କ ସ୍ଥାନ…
ମହିଳାଙ୍କ ସଲୱାର୍ ଖୋଲିବାକୁ ଚେଷ୍ଟା କରିବା ବଳାତ୍କାର ଉଦ୍ୟମ ନୁହେଁ? ପାଟନା ହାଇକୋର୍ଟଙ୍କ ରାୟରେ ସୁପ୍ରିମକୋର୍ଟ ଅସନ୍ତୁଷ୍ଟ; ପ୍ରଧାନ ବିଚାରପତି କହିଲେ…
ନୂଆଦିଲ୍ଲୀ,୨୩।୯: ପାଟନା ହାଇକୋର୍ଟଙ୍କ ଏକ ରାୟକୁ ନେଇ ସୁପ୍ରିମକୋର୍ଟ ଉଦବେଗ ପ୍ରକାଶ କରିଛନ୍ତି। ଉକ୍ତ ରାୟରେ କୁହାଯାଇଥିଲା ଯେ ଜଣେ ମହିଳାଙ୍କ ‘ସଲୱାର’ ଖୋଲିବାକୁ ଚେଷ୍ଟା କରିବା…
ଅବପାତ ମୁକାବିଲା ପାଇଁ ଜିଲା ପ୍ରଶାସନର ବ୍ୟାପକ ପଦକ୍ଷେପ, ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର
ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀ ସେବା ସୁନିଶ୍ଚିତ କରିବା…
UPI ଚାର୍ଜକୁ ନେଇ ବଡ଼ ଖୁଲାସା! କାର୍ଡ ପେମେଣ୍ଟଠାରୁ ୮୦% ଶସ୍ତା କାହିଁକି? ଜାଣନ୍ତୁ ପୂରା ହିସାବ
ନୂଆଦିଲ୍ଲୀ,୨୩।୯ : UPI ପେମେଣ୍ଟକୁ ନେଇ ଆସିଛି ନୂଆ ନିୟମ । ଅକ୍ଟୋବର ୧୫, ୨୦୨୬ରୁ ୨ ହଜାର ଟଙ୍କାରୁ ଅଧିକ କିଛି UPI ଟ୍ରାଞ୍ଜାକ୍ସନରେ ୦.୪…
ଅସ୍ବାସ୍ଥ୍ୟକର ହେବ ନାହିଁ ଟ୍ରେନ ଖାଦ୍ୟ; ମୂଷା କିମ୍ବା ଅସରପା ଦେଖାଗଲେ ସିଧାସଳଖ ସତର୍କ ସୂଚନା (alert) ପଠାଇବ AI କ୍ୟାମେରା
ସମସ୍ତିପୁର,୨୩।୯: ସମସ୍ତିପୁର ଦେଇ ଯାଉଥିବା ପ୍ରମୁଖ ଟ୍ରେନଗୁଡ଼ିକ (ଯେପରିକି ସ୍ବାଧୀନତା ସେନାନୀ ଏକ୍ସପ୍ରେସ, ବିହାର ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସ, ବୈଶାଳୀ ଏକ୍ସପ୍ରେସ ଏବଂ ବାଗମତୀ ଏକ୍ସପ୍ରେସ)ର ପ୍ୟାଣ୍ଟ୍ରି…

