ବାୟୁ ପ୍ରଦୂଷଣ ସଚେତନତା କର୍ମଶାଳା: ସଚେତନତା ହିଁ ନିୟନ୍ତ୍ରଣରେ ସହାୟକ ହେବ

ଅନୁଗୋଳ ଅଫିସ୍‌, ୧୨।୨ – ଦେଶର ୧୦୨ଟି ସର୍ବାଧିକ ପ୍ରଦୂଷିତ ସହର ମଧ୍ୟରୁ ଅନୁଗୋଳ ଅନ୍ୟତମ। ଓଡ଼ିଶାରେ ଅନୁଗୋଳ ସମେତ ୭ଟି ସହର ଏହି ସର୍ବାଧିକ ପ୍ରଦୂଷିତ ବା ନନ-ଆଟେନ୍‌ମେଣ୍ଟ ତାଲିକାରେ ଅନ୍ତର୍ଭୁକ୍ତ। କଳକାରଖାନାରୁ ନିର୍ଗତ ଧୂଆଁ, କୋଇଲା ଖଣି, ରାସ୍ତା ଧୂଳି ଓ ଯାନବାହନ ସହ ବିଭିନ୍ନ ନିର୍ମାଣ କାର୍ଯ୍ୟ ସମୟରେ ନିର୍ଗତ ହେଉଥିବା ଧୂଳି ଓ ଧୂଅଁା ଏହି ବାୟୁ ପ୍ରଦୂଷଣର ମୁଖ୍ୟ କାରଣ। ଏହା ଅନୁଗୋଳବାସୀଙ୍କ ଜୀବନ ଜୀବିକାକୁ ପ୍ରଭାବିତ କରୁଛି। ଶିଳାନୁଷ୍ଠାନ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ ଜନସାଧାରଣ ସମସ୍ତେ ମିଳିତ ଭାବେ ଏହାର ସମାଧାନ ପାଇଁ ଆଗେଇ ଆସିବାକୁ ଅନୁଗୋଳସ୍ଥିତ ନାଲ୍‌କୋ ସଭାଗୃହରେ ଅନୁଷ୍ଠିତ ସଚେତନତା ଶିବିରରେ ବକ୍ତାମାନେ ଆହ୍ବାନ ଦେଇଛନ୍ତି।
‘ନନ-ଆଟେନମେଣ୍ଟ ସହର ଗୁଡିକରେ ବାୟୁ ପ୍ରଦୂଷଣ କମାଇବାରେ ସହାୟକ ହେବକି’ ଶୀର୍ଷକ କର୍ମଶାଳାରେ ଯୋଗଦେଇ ଅନୁଗୋଳସ୍ଥିତ ଆଞ୍ଚଳିକ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ କାର୍ଯ୍ୟକାଳୟର ଅଧିକାରୀ ଡ. ଅନୁପ କୁମାର ମଲ୍ଲିକ କହିଥିଲେ ଯେ, ବାୟୁ ପ୍ରଦୂଷଣ ରୋକିବା ପାଇଁ ବୋର୍ଡ, ଶିଳ୍ପାନୁଷ୍ଠାନ, ସ୍ଥାନୀୟ ପ୍ରଶାସନ ଓ ଜନସାଧାରଣ ମିଳିତ ଭାବେ କାର୍ଯ୍ୟ କରିବା ଆବଶ୍ୟକ। ଏପରି କର୍ମଶାଳା ଛାତ୍ରୀଛାତ୍ରଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବାରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri