ବିଏସ୍‌ଏନ୍‌ଏଲ୍‌ ଭିଆର୍‌ଏସ୍‌ ଲାଗି ୭୦ ହଜାର ଆବେଦନ

ନୂଆଦିଲ୍ଲୀ,୧୨-୧୧: ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) କର୍ମଚାରୀଙ୍କ ଲାଗି ନିକଟରେ ଆସିଥିବା ସ୍ବେଚ୍ଛାକୃତ ଅବସର ଯୋଜନା(ଭିଆର୍‌ଏସ୍‌)ର ଲାଭ ନେବାକୁ ବର୍ତ୍ତମାନ ସୁଦ୍ଧା ପ୍ରାୟ ୭୦ ହଜାର କର୍ମଚାରୀ ଆବେଦନ କରିଛନ୍ତି। ଗତ ସପ୍ତାହରେ ଆସିଥିବା ଏହି ସ୍କିମରେ ୭୭ ହଜାର କର୍ମଚାରୀଙ୍କୁ ସୁବିଧା ଦେବା ନେଇ ସରକାର ଯୋଜନା ରଖିଥିବା ବିଏସ୍‌ଏନ୍‌ଏଲ୍‌ ଏମ୍‌ଡି ପି.କେ. ପୁରଓ୍ବାର ସୋମବାର ସୂଚନା ଦେଇଛନ୍ତି। ସରକାରଙ୍କ ପକ୍ଷରୁ ଏ ନେଇ ଏକ ସୁଚିନ୍ତିତ ଯୋଜନା କରାଯାଇଥିବା ବେଳେ ଏହାକୁ କର୍ମଚାରୀଙ୍କଠାରୁ ବିପୁଳ ରେସ୍‌ପନ୍ସ ମିଳୁଥିବା ସେ କହିଛନ୍ତି। ଭିଆର୍‌ଏସ୍‌ ସ୍କିମ ଲାଗୁ ପରେ କମ୍ପାନୀ ବିଭିନ୍ନ ଆନୁଷଙ୍ଗିକ ଖର୍ଚ୍ଚ ବାବଦକୁ ପ୍ରାୟ ୭ ହଜାର କୋଟି ଟଙ୍କା ସଞ୍ଚୟ କରିବାକୁ ସକ୍ଷମ ହେବ ବୋଲି ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ୍‌ ସମୁଦ୍ର ତଳେ ଚାଲୁଥିବା ଆମେରିକା ଡ୍ରୋନ୍‌କୁ କବ୍‌ଜା କରିଛି ଇରାନ, ଦାବି କରି କହିଲା…

ଓ୍ବାଶିଂଟନ,୯ା୯: ହର୍ମୁଜ୍‌ ଜଳପଥର ପ୍ରବେଶପଥଠାରେ ଆମେରିକାର ଏକ କର୍ମଚାରୀବିହୀନ ସମୁଦ୍ର ତଳ ଯାନ (ଡ୍ରୋନ୍‌)କୁ କବ୍‌ଜା କରିଥିବା ଇରାନର ରିଭଲ୍ୟୁଶନାରି ଗାର୍ଡସ ଦାବି କରିଛି। ସାମରିକ କାର୍ଯ୍ୟାନୁଷ୍ଠାନରେ…

ଏଣିକି ATM ରୁ ଟଙ୍କା ସହ ନୂଆ ଡେବିଟ କାର୍ଡ ବି ମିଳିବ, ଜାଣନ୍ତୁ କେମିତି?

ନୂଆଦିଲ୍‌ଲୀ,୯।୯: ଯେତେବେଳେ କୌଣସି ବ୍ୟକ୍ତି ବ୍ୟାଙ୍କ ଖାତା ଖୋଲନ୍ତି, ତେବେ ତାହାର ୧ ସପ୍ତାହ ପରେ ଘରେ ଏଟିଏମ କାର୍ଡ (ଡେବିଟ କାର୍ଡ) ପହଞ୍ଚିଥାଏ। ତେବେ ନୂତନ…

ଚାକିରିଆ କର୍ମଚାରୀଙ୍କ ପାଇଁ ଜରୁରୀ ଖବର, ଶୀଘ୍ର ଲିଙ୍କ୍‌ କରନ୍ତୁ ଆଧାରକାର୍ଡ ନହେଲେ…

ନୂଆଦିଲ୍ଲୀ,୯।୯: ଚାକିରିଆ କର୍ମଚାରୀ ଏବଂ ଇଏସଆଇସି (ESIC) ହିତାଧିକାରୀଙ୍କ ପାଇଁ ଏକ ଅତ୍ୟନ୍ତ ଜରୁରୀ ସୂଚନା ଆସିଛି। ଏବେ ସମସ୍ତ ଇଏସଆଇସି କାର୍ଡଧାରୀଙ୍କ ପାଇଁ ନିଜ ପରିଚୟ…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

ଆବୁଧାବି ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ଆଇଏଚ୍‌ସିର ବ୍ୟବସାୟିକ ୟୁନିଟ୍‌-ଗ୍ରୁପ୍‌ କମ୍ପାନୀ ସହ କରିବେ ଆଲୋଚନା

ଭୁବନେଶ୍ୱର,୯ା୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

ମୋଦି କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ହେଲା ବଡ଼ ଘୋଷଣା, ଓଡ଼ିଶାକୁ…

ନୂଆଦିଲ୍ଲୀ,୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri