ଜୀବନରେ ଯୋଗର ଆବଶ୍ୟକତା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ 

ଝରିଗାଁ,୨୧।୬(ସ୍ବ.ପ୍ର): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦରମହକୁମାସ୍ଥିତ ୧୫ ତମ ବାଟାଲିଅନ୍‌ ବିଏସ୍‌ଏଫ୍‌ କ୍ୟାମ୍ପରେ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଝରିଗାଁ ମହାବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ସହ ଗ୍ରାମର ଯୁବ ଗୋଷ୍ଠୀ ଏବଂ ବିଏସ୍‌ଏଫ୍‌ ଯବାନ୍‌ମାନେ ଏକତ୍ରିତ ହୋଇ ଯୋଗ କରିଥିଲେ। ଜୀବନରେ ଯୋଗର ଆବଶ୍ୟକତା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବାଟାଲିୟନର ଇନ୍ସପେକ୍ଟର ବିକ୍ରମ୍‌ ସିଂ ପ୍ରକାଶ କରିଛନ୍ତି। ଏହି ଅବସରରେ ୧୫ବାଟାଲିୟନ୍‌ର ଏସ୍‌ଆଇ ବିକାଶ କୁମାର ଯାଦବ, ଏଏସ୍‌ଆଇ ସମସେର ସିଂ, ପବିତ୍ର କୁମାର ଚକ୍ରବକର୍ତ୍ତୀ, ଭିଜେନ୍ଦ୍ର କୁମାର,ସୋମନାଥ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri