ନୂଆଦିଲ୍ଲୀ,୧୮-୩: ବିଏସ୍-୪ ଯାନ ବିକ୍ରି ଏବଂ ପଞ୍ଜୀକରଣ ଅବଧି ଆସନ୍ତା ମେ ମାସ ଶେଷ ଯାଏ ବଢାଇବାକୁ ଫେଡେରେଶନ ଅଫ୍ ଅଟୋମୋବାଇଲ ଡିଲର୍ସ ଆସୋସିଏଶନ (ଏଫ୍ଏଡିଏ) ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି। ବିଭିନ୍ନ ମଡେଲର ଷ୍ଟକର ବିକ୍ରି ସାରିବା ଲାଗି ସୁପ୍ରିମକୋର୍ଟରେ ଆବେଦନ କରାଯାଇଥିବା ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ଏପ୍ରିଲ ୧ରୁ ବିଏସ୍-୪ ଯାନ ବିକ୍ରି ଏବଂ ପଞ୍ଜୀକରଣ ହୋଇ ପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରସଙ୍ଗ ଉପରେ ସର୍ବୋଚ୍ଚ ନ୍ୟାୟାଳୟ ତ୍ୱରିତ ଭାବେ ବିଚାର କରିବା ନେଇ ଆଶା ରହିଛି ବୋଲି ସଂଘର ସଭାପତି ଆଶିଷ ହର୍ସରାଜ କାଲେ ସୂଚନା ଦେଇଛନ୍ତି।
BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍
ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍ଟି ବିଶେଷ କରି ବ୍ୟବସାୟିକ ତଥା…
ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…
ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…
ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍
ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…
ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର
ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…
ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି
ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…
PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍ କରନ୍ତୁ ବାଲାନ୍ସ
ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ…
Archives

