ବିଏସ୍‌ -୬ ଚାରିଚକିଆ ଯାନ ପାଇଁ ନୂଆ ନିୟମ

ନୂଆଦିଲ୍ଲୀ,୮।୬: କେନ୍ଦ୍ର ସଡକ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ବିଏସ୍‌-୬ ଯାନ ଲାଗି ନୂଆ ନିୟମ ଘୋଷଣା କରାଯାଇଛି। ଏହି ଯାନଗୁଡିକୁ ସହଜରେ ଚିହ୍ନିବା ଲାଗି ନୂଆ ବ୍ୟବସ୍ଥା ହୋଇଛି। ଏହି ନୂଆ ନିୟମ ୨୦୨୦ ଅକ୍ଟୋବର ପରଠାରୁ ଲାଗୁ ହେବ। ବିଏସ୍‌-୬ ଯାନଗୁଡିକର ନମ୍ବର ପ୍ଲେଟରେ ସବୁଜ ପଟି ଲାଗିବ। ମନ୍ତ୍ରଣାଳୟ ପକ୍ଷରୁ ଶନିବାର ଜାରି କରାଯାଇଥିବା ରିପୋର୍ଟ ମୁତାବକ ବିଏସ୍‌-୬ ଚାରିଚକିଆ ଯାନର ପଞ୍ଜୀକରଣ ଦସ୍ତାବିଜ କିମ୍ବା ନମ୍ବରପ୍ଲେଟ ଊପରେ ସବୁଜ ପ୍ୟାଚ୍‌ ଲଗାଯିବ। ଏହା ଦ୍ୱାରା ବାହାନଗୁଡିକୁ ସହଜରେ ଚିହ୍ନିବା ସହଜ ହେବ। ନୂଆ ନିୟମ ପେଟ୍ରୋଲ, ଡିଜେଲ ଏବଂ ସିଏନ୍‌ଜି ୪ ଚକିଆ ଯାନ ଉପରେ ଲାଗୁ କରାଯିବ। ଏପ୍ରିଲ ପହିଲାରୁ ସାରା ଦେଶରେ ବିଏସ୍‌-୬ ଆଇନ ଲାଗୁ କରାଯାଇଛି। ବିଏସ୍‌-୬ ଯାନଗୁଡିକୁ ଚିହ୍ନିବା ଲାଗି ବିଦେଶରେ ମଧ୍ୟ ବିଭିନ୍ନ ସୁବିଧା କରାଯାଇଛି। ଏହାକୁ ଧ୍ୟାନରେ ରଖି ଭାରତରେ ମଧ୍ୟ ନୂଆ ନିୟମ ଲାଗୁ କରାଯାଇଛି। ନମ୍ବର ପ୍ଲେଟ ଉପରେ ଲାଗିଥିବା ଥିବା ଏହି ପଟି ୧ ସେମି ଚଉଡା ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୀର ବ୍ୟବହାର ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର,୨୭।୪: ନାଲ୍‌କୋ ଅଧ୍ୟକ୍ଷତାରେ ଆୟୋଜିତ ଭୁବନେଶ୍ୱର ନଗର ରାଜଭାଷା କାର୍ଯ୍ୟାନ୍ବୟନ ସମିତି ବା ନରାକାସ୍‌ (ଉପକ୍ରମ)ର ୧୯ତମ ଷାଣ୍ମାସିକ ବୈଠକ ନାଲ୍‌କୋ କର୍ପୋରେଟ କାର୍ଯ୍ୟାଳୟଠାରେ ଶୁକ୍ରବାର...

ଦିନିକିଆ କେୟାର କନେକ୍ଟ କର୍ମଶାଳା

ଭୁବନେଶ୍ୱର,୨୭।୪: କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଶୁକ୍ରବାର ସ୍ନାୟୁରୋଗ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଦିନିକିଆ କେୟାର କନେକ୍ଟ କର୍ମଶାଳାର ଆୟୋଜନ କରାଯାଇଥିଲା। ଏପରିକି...

ଚାନ୍ଦି ଭଣ୍ଡାରରେ ଅକ୍ଷୟତୃତୀୟା ମହୋତ୍ସବ

ଭୁବନେଶ୍ୱର,୨୭ା୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଚାନ୍ଦି ଭଣ୍ଡାର ପକ୍ଷରୁ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ କରାଯାଉଛି। ଚାନ୍ଦି ଭଣ୍ଡାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ ଶହୀଦନଗରଠାରେ...

ଉତ୍କଳରେ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌ ସମ୍ମିଳନୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ସୁପର ମଲ୍ଟିସ୍ପେଶାଲିଟି ଉତ୍କଳ ହସ୍ପିଟାଲର ପରିସରରେ ‘ଉତ୍କଳ ନ୍ୟୁକ୍ଲିୟର୍‌ ମେଡିସିନ୍‌ ଅପଡେଟ୍‌-୨୦୨୪’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ପ୍ରାରମ୍ଭିକ ଉଦବୋଧନ...

ଜେଇଇ ମେନ୍‌ରେ ବେଦାନ୍ତୁର ବାଜିମାତ୍‌

ଭୁବନେଶ୍ୱର,୨୭।୪: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତୁ ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଜେଇଇ (ମେନ୍‌)-୨୦୨୪ ଫଳାଫଳରେ ବାଜିମାତ୍‌ କରିଛି। ଏପରିକି ଏହାର ୧୬୯୮ଜଣ ଛାତ୍ରୀଛାତ୍ରୀ...

ସୁରଟ ଗ୍ରାହକ ଜିତିଲେ ଇ-ସ୍କୁଟର

ଭୁବନେଶ୍ୱର,୨୭।୪: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଅଗ୍ରଣୀ ମସଲା ବ୍ରାଣ୍ଡ୍‌ ‘ରୁଚି’ (ରୁଚି ଫୁଡ୍‌ଲାଇନ)ର ଲୋକପ୍ରିୟ ଯୋଜନା ‘ଫେଷ୍ଟିଭାଲ ବୋନାଞ୍ଜା ଅଫର’ ଜରିଆରେ ସୁରଟର ଭାଗ୍ୟଶାଳୀ...

ପିଏଫ୍‌ପିଡିଏଲ୍‌ ସହ ଏଚ୍‌ଡିଏଫ୍‌ସି ଲାଇଫ୍‌ର ବୁଝାମଣା

ଭୁବନେଶ୍ୱର,୨୭।୪: ଏଚ୍‌ଡିଏଫ୍‌ସି ଲାଇଫ୍‌ ଏବଂ ପିୟରଲେସ୍‌ ଫାଇନାନ୍ସସିଆଲ ପ୍ରଡକ୍ଟସ ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ପିଏଫ୍‌ପିଡିଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉଭୟ କମ୍ପାନୀଙ୍କ ମଧ୍ୟରେ...

ରାଇଟ୍ସର ସୁବର୍ଣ୍ଣ ଜୟନ୍ତୀ

ଭୁବନେଶ୍ୱର,୨୭।୪(ଅନୁରାଧା ମହାରଣା): ରାଇଟ୍ସ ଲିମିଟେଡ୍‌ର ପୂର୍ବତଟ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ସୁବର୍ଣ୍ଣ ଜୟନ୍ତୀ ଉସତ୍ବ ଅନୁଷ୍ଠିତ ହୋଇଯାଇଛି। ରେଲୱେ ଅଡିଟୋରିୟମରେ କାର୍ଯ୍ୟକ୍ରମରେ ଏମକେ ଶର୍ମା ସ୍ବାଗତ ଭାଷଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri