ବିଏସ୍‌-୬ ପ୍ରମାଣପତ୍ର ଲାଭକଲା ହିରୋ

ନୂଆଦିଲ୍ଲୀ,୧୫-୬ : ହିରୋ ମୋଟୋକର୍ପ ଦେଶର ପ୍ରଥମ କମ୍ପାନୀ ଭାବେ ଏହାର ଦୁଇ ଚକିଆ ଯାନ ଲାଗି ବିଏସ୍‌-୬ ପ୍ରମାଣପତ୍ର ଲାଭ କରିଛି। କମ୍ପାନୀର ସ୍ପ୍ଲେଣ୍ଡର ଆଇସ୍ମାର୍ଟ ମୋଟର ସାଇକେଲ ଇଣ୍ଟରନ୍ୟାଶନାଲ ସେଣ୍ଟର ଫର ଅଟୋମୋଟିଭ ଟେକ୍ନୋଲୋଜି ପକ୍ଷରୁ ଟାଇପ ଆପ୍ରୁଭାଲ ପ୍ରମାଣପତ୍ର ଲାଭ କରିଛି। କମ୍ପାନୀର ଏହି ମଡେଲ ବିଏସ୍‌-୬ ନିର୍ଗମନ ନିୟମ ଅନୁପାଳନ ପରିକ୍ଷାରେ ସଫଳ ହୋଇଛି। ମଡେଲଟିକୁ କମ୍ପାନୀର ଗବେଷଣା ଏବଂ ଉନ୍ନତିକରଣ ହବ ସେଣ୍ଟର ଅଫ୍‌ ଇନୋଭେଶନ ଏବଂ ଟେକ୍ନୋଲୋଜି(ଆଇସିଏଟି) ଜୟପୁର ଠାରେ ପ୍ରସ୍ତୁତ କରାଯାଇଛି। ଏହି ପ୍ରମାଣପତ୍ର ଲାଗି ଆଇସିଏଟି ନିର୍ଦ୍ଦେଶକ ଦିନେଶ ତ୍ୟାଗୀ ହିରୋ ମୋଟୋକର୍ପକୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

E20 ପେଟ୍ରୋଲରେ କମୁଛି ଗାଡ଼ିର ମାଇଲେଜ୍‌? ପ୍ରଥମ ଥର ମାନିଲେ ସରକାର

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ସରକାର ବୁଧବାର କହିଛନ୍ତି ଯେ E20 ପେଟ୍ରୋଲ (୨୦ ପ୍ରତିଶତ ଏଥାନୋଲ ମିଶ୍ରିତ ପେଟ୍ରୋଲ) ବ୍ୟବହାର ଦ୍ୱାରା E10 ପେଟ୍ରୋଲ ପାଇଁ ଡିଜାଇନ୍ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri