ବିକାଶ ହାର ପୂର୍ବାନୁମାନ ୫%କୁ ହ୍ରାସକଲା ବିଶ୍ୱବ୍ୟାଙ୍କ

ନୂଆଦିଲ୍ଲୀ,୧୦-୧:ଆର୍ଥତ୍କ ବର୍ଷ ୨୦୧୯-୨୦ରେ ଭାରତର ବିକାଶ ହାର ୫% ରହିବ ବୋଲି ବିଶ୍ୱବ୍ୟାଙ୍କ ଗୁରୁବାର ଏହାର ପୂର୍ବାନୁମାନରେ ପ୍ରକାଶ କରିଛି। ଆଗାମୀ ଆର୍ଥତ୍କ ବର୍ଷରେ ଏହା ୫.୮% ପର୍ଯ୍ୟନ୍ତ ବଢିପାରେ ବୋଲି ଏହା ଆକଳନରେ ପ୍ରକାଶ କରିଛି। ବାଂଲାଦେଶର ଅଭିବୃଦ୍ଧି ହାର ୭% ଏବଂ ପାକିସ୍ତାନ ୩% ହାରରେ ଅଭିବୃଦ୍ଧି କରିବ ବୋଲି ଗ୍ଲୋବାଲ ଇକୋନୋମିକ ପ୍ରୋସପେକ୍ଟର ସଦ୍ୟତମ ରିପୋର୍ଟରେ ବିଶ୍ୱବ୍ୟାଙ୍କ ଏଭଳି ପୂର୍ବାନୁମାନ କରିଛି। ୨୦୧୯-୨୦ରେ ବିଶ୍ୱ ସ୍ତରରେ ୨.୫% ଅଭିବୃଦ୍ଧି ରହିବ ବୋଲି ଏହା ରିପୋର୍ଟରେ ଉଲ୍ଲେଖ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲାବାରର ଅକ୍ଷୟ ତୃତୀୟା କଲେକ୍ସନ

ଭୁବନେଶ୍ୱର,୪।୫: ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା କଲେକ୍ସନ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶହୀଦ ନଗରସ୍ଥିତ ମାଲାବାରର ଏକ୍ସକ୍ଲୁସିଭ...

ଲାକ୍‌ମୀ ଏକାଡେମୀର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୪।୫: ଲାକ୍‌ମୀ ଏକାଡେମୀର ୨ୟ ବାର୍ଷିକ ଉତ୍ସବ ଶୁକ୍ରବାର ଶହୀଦ ନଗରସ୍ଥିତ ଏକାଡେମୀ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ଓଲିଉଡ୍‌ ଅଭିନେତ୍ରୀ ଶୀତଲ ପାତ୍ର...

ଖିମ୍‌ଜୀ ଜୁଏଲର୍ସର ଗ୍ରେଟ୍‌ ଅକ୍ଷୟ ତୃତୀୟା ସେଲ୍‌

ଭୁବନେଶ୍ୱର,୪।୫ (ଅଭୟ ଦାଶ): ରାଜ୍ୟର ସର୍ବପୁରାତନ ତଥା ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ‘ଖିମ୍‌ଜୀ ଜୁଏଲର୍ସ’ର ବହୁ ପ୍ରତୀକ୍ଷିତ ଗ୍ରେଟ୍‌ ଅକ୍ଷୟ ତୃତୀୟା ସେଲ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି।...

ରଣଜିତ ମାଝିଙ୍କୁ ୧୧ତମ ଶାମ୍ଭବୀ ପୁରସ୍କାର

ଭୁବନେଶ୍ୱର,୪।୫: ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେଶନ (ବିଆଇପିଏଫ୍‌) ପକ୍ଷରୁ ଶୁକ୍ରବାର ଆୟୋଜିତ ୧୧ତମ ଶାମ୍ଭବୀ ପୁରସ୍କାର ବିତରଣ ଉତ୍ସବ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି...

ୟୁକୋ ବ୍ୟାଙ୍କର ବାର୍ଷିକ ଆର୍ଥିକ ଫଳାଫଳ

ଭୁବନେଶ୍ୱର,୪।୫: ୟୁକୋ ବ୍ୟାଙ୍କର ବାର୍ଷିକ ଆର୍ଥିକ ଫଳାଫଳ ନିକଟରେ ପ୍ରକାଶ ପାଇଛି। ବ୍ୟାଙ୍କର ଗ୍ରସ୍‌ ଅଗ୍ରିମ ୧୫.୬୨% ବୃଦ୍ଧି ପାଇ ୧,୮୬,୮୭୭ କୋଟି ଟଙ୍କାରେ ପହଞ୍ଚତ୍ଛି।...

ଏସ୍‌ଆର୍‌ଏମ୍‌-ସିସିଟିଆର୍‌ ସହ ପତଞ୍ଜଳିର ଚୁକ୍ତି

ଭୁବନେଶ୍ୱର,୪।୫(ଅନୁରାଧା ମହାରଣା): ପତଞ୍ଜଳି ରିସର୍ଚ୍ଚ ଫାଉଣ୍ଡେଶନ (ପିଆର୍‌ଏଫ୍‌) ଏବଂ ଚେନ୍ନାଇର ଏସ୍‌ଆର୍‌ଏମ୍‌ ସେଣ୍ଟର ଫର୍‌ କ୍ଲିନିକାଲ ଟ୍ରାଏଲ ଆଣ୍ଡ ରିସର୍ଚ୍ଚ ବା ଏସ୍‌ଆର୍‌ଏମ୍‌-ସିସିଟିଆର୍‌ ମଧ୍ୟରେ ଏକ...

କମିଲା ଅଶୋଧିତ ତୈଳ ଦର: ରୁଷିଆରୁ ଅଶୋଧିତ ତୈଳ ଆମଦାନୀ

ଭୁବନେଶ୍ୱର,୪।୫ (ଅନୁରାଧା ମହାରଣା): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟ ବ୍ୟାରେଲ ପିଛା ୮୦ ଡଲାରରୁ ତଳକୁ ଖସିଛି। ଡବ୍ଲ୍ୟୁଟିଆଇ ଅଶୋଧିତ ତୈଳ ବ୍ୟାରେଲ ପିଛା ୭୮.୯୯...

ରେକର୍ଡ ପରିମାଣର ବିଦ୍ୟୁତ୍‌ ଚାହିଦା ପୂରଣ

ଭୁବନେଶ୍ୱର,୪।୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ‘ଟିପିସିଓଡିଏଲ୍‌’ ଚଳିତ ବର୍ଷ ଏପ୍ରିଲରେ ୨୧୪୦ ମେଗାୱାଟ୍‌ର ରେକର୍ଡ ସର୍ବୋଚ୍ଚ ବିଦ୍ୟୁତ୍‌ ଚାହିଦାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri