ବିକିନିକୁ ନା

କ୍ରିତି ସାନନ୍‌ ମାଇଣ୍ଡ ମେକ୍‌ଅପ କରିଛନ୍ତି, ବିକିନି ପିନ୍ଧି ସେ କେବେ ଶଟ୍‌ ଦେବେ ନାହିଁ। ତେଣିକି ଯେତେ ଅଫର ହାତରୁ ଖସିଗଲେ କିଛି ପର୍‌ବାୟ ନାହିଁ। ନିକଟରେ ତାଙ୍କୁ କେତୋଟି ଅଫର ମିଳିଥିଲା, ସେଥିରୁ ଦୁଇଟି ଫିଲ୍ମରେ ତାଙ୍କୁ ବିକିନି ଶଟ୍‌ ଦେବାର ଥିଲା। ସେ ବିଷୟରେ ଜାଣିବା ପରେ ସେ ସିଧାସଳଖ ମନା କରିଦେଇଥିଲେ। ମୁଁ ଏଠାକୁ ଅଭିନୟ କରିବାକୁ ଆସିଛି। ଅଯଥା ଅଙ୍ଗ ପ୍ରଦର୍ଶନ କରି ବାହାବା ନେବାକୁ ଚାହେଁନା କି ରାତାରାତି ନାୟିକା ଦୌଡ଼ରେ ସାମିଲ ହେବାକୁ ଚାହେଁନା ବୋଲି କହିଛନ୍ତି କ୍ରିତି। ତେବେ ଏଭଳି କଥାରେ ସେ କେତେଦିନ ଦୃଢ଼ ରହୁଛନ୍ତି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଅଫିସରେ ବି ଅସୁରକ୍ଷିତ ମହିଳା! DRDA ଲେଡିଜ୍‌ ୱାସରୁମରୁ ଲାଗିଥିଲା ସିକ୍ରେଟ କ୍ୟାମେରା

ତିର୍ତ୍ତୋଲ,୨୮।୫(ଗୌରାଙ୍ଗ ଚରଣ ସ୍ବାଇଁ): ଜଗତସିଂହପୁର ଡିଆରଡିଏ କାର୍ଯ୍ୟାଳୟର ମହିଳା ୱାସରୁମରୁ ସିକ୍ରେଟ କ୍ୟାମେରା ଜବତ ହୋଇଛି । ଏହି କ୍ୟାମେରା କିଏ ଓ କେଉଁ ଉଦ୍ଦେଶ୍ୟରେ ଲଗାଇଥିଲା ତାହା…

ମାତ୍ର ୩ ଶବ୍ଦରେ ଜବାବ ଦେଲେ ବୈଭବ

ନୂଆଦିଲ୍ଲୀ,୨୮।୫: IPL 2026 ଏଲିମିନେଟର ମ୍ୟାଚ ସମୟରେ ସମଗ୍ର ବିଶ୍ୱ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଚମତ୍କାରିତା ଦେଖିଥିଲା। ବୈଭବ ମାତ୍ର 29 ବଲରେ 97 ରନ କରିଥିଲେ,…

ମୁକେଶ ଅମ୍ବାନୀଙ୍କ 0 ଦରମା; ୬ ବର୍ଷରେ ବି ନେବେନି, ଆୟର ଉତ୍ସ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୨୮।୫: ଏସିଆର ସବୁଠାରୁ ଧନୀ ବ୍ୟକ୍ତି ଏବଂ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏହି ବର୍ଷ ପୁଣି ଥରେ କମ୍ପାନୀରୁ ଦରମା ନେବେ ନାହିଁ ବୋଲି…

ଦାରିଙ୍ଗବାଡ଼ିରେ ଫେଲ୍‌ ମାରୁଛି ଶିଶୁ ସୁରକ୍ଷା ଅଭିଯାନ, ଟାଣଖରାରେ ଖଟୁଛନ୍ତି ଶିଶୁଶ୍ରମିକ

ଦାରିଙ୍ଗବାଡ଼ି,୨୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶିଶୁଶ୍ରମିକ ନିରୋଧ ଯୋଜନା ଫେଲ୍‌ ମାରୁଛି। ପ୍ରତି ମାସରେ ଏନେଇ ଟାସ୍କ ଫୋର୍ସର ଘନଘନ ବୈଠକ ସତ୍ତ୍ୱେ…

Twisha Death Case: ଗିରଫ ହେଲେ ଗିରିବାଳା

ନୂଆଦିଲ୍ଲୀ,୨୮।୫: ମଧ୍ୟପ୍ରଦେଶର ଭୋପାଳରେ ଟ୍ବିଶା ଶର୍ମାଙ୍କ ମୃତ୍ୟୁ ମାମଲା ସମ୍ପର୍କରେ ନିରନ୍ତର ଅପଡେଟ ସାମ୍ନାକୁ ଆସୁଛି। ଏହି ସଦ୍ୟତମ ଘଟଣାକ୍ରମରେ, ପୂର୍ବତନ ବିଚାରପତି ଗିରିବାଳା ସିଂହଙ୍କ ସାମ୍ନାରେ…

ରାଜ୍ୟ ସଭା ଯିବାକୁ ମନା କଲେ ସିଦ୍ଧରାମାୟା! ଜାଣନ୍ତୁ ଏହା ପଛର କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାର କିଛି ଘଣ୍ଟା ପରେ, ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରାମାୟା ସ୍ପଷ୍ଟ କରିଛନ୍ତି ଯେ ସେ ରାଜ୍ୟ ସଭାକୁ ଯିବେ ନାହିଁ।…

Vaibhav Suryavanshi Car Collection: ଲାଇସେନ୍ସ ବିନା ମଧ୍ୟ, ବୈଭବଙ୍କ ପାଖରେ ରହିଛି ବହୁ ମୂଲ୍ୟବାନ କାର କଲେକ୍ସନ, ଦାମ ଶୁଣିଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୨୮।୫: ବର୍ତ୍ତମାନ କ୍ରିକେଟ ଜଗତରେ କେବଳ ଗୋଟିଏ ନାମ ପ୍ରାଧାନ୍ୟ ବିସ୍ତାର କରୁଛି, ଏବଂ ସେହି ନାମଟି ଆଉ କାହାରି ନୁହେଁ ବରଂ ୧୫ ବର୍ଷୀୟ ବାମହାତୀ…

ଭାଜପା ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ, ବଦଳିଲେ ୪ ରାଜ୍ୟର ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୮।୫: ଗୁରୁବାର (୨୮ ମଇ) , ଭାଜପା ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି ବା ପଦେଶ ଅଧ୍ୟକ୍ଷ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ, ବୀରେନ୍ଦ୍ର ସଚଦେବଙ୍କ ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri