Posted inବରଗଡ଼

ବିକ୍ରି ହେଉନି ଧାନ, ଆନ୍ଦୋଳନମୁହାଁ ଚାଷୀ

ଝାରବନ୍ଧ, ୪।୨ (ଡି.ଏନ.ଏ)
ଝାରବନ୍ଧ ବ୍ଲକ ଡଭା କୃଷି ସମବାୟ ସମିତିର ଚାଷୀମାନେ ସେମାନଙ୍କ ଧାନ ବିକ୍ରି କରିପାରୁନାହାନ୍ତି। ଏକ ସପ୍ତାହ ମଧ୍ୟରେ ଏହି ସମସ୍ୟାର ସମାଧାନ କରା ନ ଗଲେ ସେମାନେ ରାସ୍ତା ଅବରୋଧ କରିବାକୁ ଧମକ ଦେଇଛନ୍ତି।
ଚଳିତ ଖରିଫ ଋତୁରେ ଧାନ ବିକ୍ରି କରିବା ପାଇଁ ଚାଷୀମାନେ ପଞ୍ଜୀକରଣ କରିଥିଲେ। ହେଲେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ ଡଭା କୃଷି ସମବାୟ ସମିତିର ୧୯୧ ଜଣ ଓ ଝାରବନ୍ଧ ସମବାୟ ସମିତିର ୨୬ ଜଣ ଚାଷୀଙ୍କ ଅଧିକାଂଶ ଜମି ପଞ୍ଜୀକରଣ କରାଯାଇ ନ ଥିଲା। ଫଳରେ ଅମଳ ପରେ ସେମାନଙ୍କ ଧାନ ପଡି ରହିଛି। ଏହାକୁ ନେଇ ଅଭିଯୋଗ ହୋଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଏହାର ତଦନ୍ତ କରି ବିହିତ ପଦକ୍ଷେପ ନେବା ପାଇଁ ସେମାନେ ଦାବି କରିବା ସହ ଝାରବନ୍ଧ ତହସିଲଦାରଙ୍କ ମାଧ୍ୟମରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ୭ ଦିନ ମଧ୍ୟରେ ସମାଧାନ କରା ନ ଗଲେ ଆନ୍ଦୋଳନ କରାଯିବ ବୋଲି ଦାବିପତ୍ରରେ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ଜିଲାପାଳଙ୍କ କାର୍ଯ୍ୟାଳୟ ରାସ୍ତାରେ ସନ୍ତରଣ କଲେ ଛାତ୍ର କଂଗ୍ରେସ: ବଢୁଛି ଚର୍ଚ୍ଚା

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ଫଳରେ ଥିଲା, ଆବର୍ଜନା ସହିତ ବର୍ଷାଜଳ ବିଭିନ୍ନ ସ୍ଥାନରେ ଘରକୁ ପଶୁଛି। ରାସ୍ତାଘାଟ, ବସଷ୍ଟାଣ୍ଡ ସମେତ…

ବର୍ଷାରେ ବେହାଲ ବରଗଡ଼ ସହର, ତଳି ଅଞ୍ଚଳ ଜଳମଗ୍ନ

ବରଗଡ଼,୬।୭,(ପ୍ରେମାନନ୍ଦ ଖମାରୀ): ବିିକଶିତ ବରଗଡ଼ ଲକ୍ଷ୍ୟ ନେଇ ରାସ୍ତାପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ହୋଇଛି। ସେଠାରେ ଡ୍ରେନ ନିର୍ମାଣ କରାଯାଇଛି। କେଉଁଠି ଡ୍ରେନ ନିର୍ମାଣ ସରିଛି ତ ଆଉ…

ବରଗଡ଼ ଜିଲାରେ ଆଜି ସ୍କୁଲ ଛୁଟି

ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ…

ବରଗଡ଼ରେ ଉନ୍ମୋଚନ ହେଲା ଚିଠା ଭୋଟର ତାଲିକା, ଜିଲାପାଳ କହିଲେ….

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ରବିବାର ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟା ଅନ୍ତର୍ଗତ ଚିଠା ନିର୍ବାଚନ ତାଲିକା ଆନୁଷ୍ଠାନିକ ଭାବେ…

ଡ୍ରେନେଜ ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ: ଅସମ୍ପୁର୍ଣ୍ଣ କାମ ସାରିବାକୁ ନିର୍ଦ୍ଦେଶ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷା ଯୋଗୁ ବରଗଡ଼ ସହରସ୍ଥିତ ସରକାରୀ ବସଷ୍ଟାଣ୍ଡ ସମେତ ବିଭିନ୍ନ ଅଞ୍ଚଳ ଜଳାର୍ଣ୍ଣବ ହୋଇ ପଡ଼ିଥିଲା। ଡ୍ରେନେଜ ଅବ୍ୟବସ୍ଥା ଯୋଗୁ ପ୍ରଥମ ବର୍ଷାରେ…

ପୁଣି ଅଡୁଆରେ ଜଳସମ୍ପଦ ବିଭାଗ :ବ୍ରିଜ ନିର୍ମାଣରେ ତ୍ରୁଟି ଅଭିଯୋଗ, ତେଜିଲା ଅସନ୍ତୋଷ

ବରଗଡ଼,୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟକରଣ ପାଇଁ ତିଆରି ହୋଇଥିବା କାର୍ଯ୍ୟ) ନିର୍ମାଣରେ ଅନିୟମିତତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri