ବିକ୍ରି ହେଲାନି ଧାନ: ରାସ୍ତା ଉପରେ ଗଦାକଲେ ଚାଷୀ

ବରଗଡ଼ ଅଫିସ,୧୨।୨: ବରଗଡ଼ ଜିଲାରେ ଏବେ ମଧ୍ୟ ଖରିଫ ଧାନ ବିକ୍ରି ସମସ୍ୟା ଦୂର ହୋଇ ପାରିନାହିଁ। ଟୋକନ ନ ମିଳିବାରୁ ଜିଲାର ଅନେକ ଚାଷୀ ସେମାନଙ୍କ ଅମଳ ଧାନକୁ ବିକ୍ରି କରିପାରିନାହାନ୍ତି। ଏହି କାରଣ ଯୋଗୁ ଜିଲାର ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅନ୍ତର୍ଗତ ରାଜେନ୍ଦ୍ରପୁର, ବିଜାଢ଼ୋଲ, ଡଭା, ଛୋଟ ଅନକି, କନ୍ଦାଡଙ୍ଗର, କୁସମଦର୍ହା ଆଦି ଗ୍ରାମର ୧୯୧ ଜଣ ଚାଷୀ ସେମାନଙ୍କ ଅମଳ ଧାନ ବିକ୍ରିରୁ ବଞ୍ଚିତ ଅଛନ୍ତି। ଏ ନେଇ ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯିବା ସତ୍ତ୍ୱେ କିଛି ସୁଫଳ ମିଳି ନ ଥିବା ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦରେ ବୁଧବାର ଉପରୋକ୍ତ ଗ୍ରାମର ଚାଷୀମାନେ ଡଭା ଗ୍ରାମ ରାସ୍ତା ଉପରେ ଧାନ ଗଦା କରିଛନ୍ତି। ଫଳରେ ଝାରବନ୍ଧ-ଡଭା, ଝାରବନ୍ଧ-ଛତିଶଗଡ଼ ଏବଂ ଝାରବନ୍ଧ-ନୂଆପଡା ରାସ୍ତାରେ ଯାନବାହନ ଚଳାଚଳ ଠପ୍‌ ହୋଇଯାଇଛି। ଅଶୋକ ସାହୁ, ଭାଗବତିଆ ପଟେଲ, ଭୁବନାନନ୍ଦ ନାଏକ ପ୍ରମୁଖ ଏହାର ନେତୃତ୍ୱ ନେଇଥିବାବେଳେ ଶତାଧିକ ଚାଷୀ ଏଥିରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri