Posted inଜାତୀୟ

ବିକ୍ଷୋଭକାରୀଙ୍କୁ ପୋଲିସ ଘଉଡ଼ାଇଲା

ନୂଆଦିଲ୍ଲୀ,୮ା୧୨(ପି.ଟି.): ଉନ୍ନାଓ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଶନିବାର ଦିଲ୍ଲୀରେ ଶତାଧିକ ବିକ୍ଷୋଭକାରୀ ମହମବତି ଧରି ପ୍ରତିବାଦ କରୁଥିବାବେଳେ ବାରିକେଡ୍‌ ଡେଇଁବାକୁ ଉଦ୍ୟମ କରିବାରୁ ପୋଲିସ ସେମାନଙ୍କୁ ଘଉଡାଇବା ପାଇଁ ପାଣିମାଡ଼ କରିଥିଲା। ବିକ୍ଷୋଭକାରୀ ପ୍ଲାକାର୍ଡ, ବ୍ୟାନର ଧରି ଓ ନ୍ୟାୟ ଦାବିରେ ସ୍ଲୋଗାନ ଦେଇ ରାଜଘାଟରୁ ଇଣ୍ଡିଆ ଗେଟ ଅଭିମୁଖେ ଯାଉଥିଲାବେଳେ ପୋଲିସ ଅକଟାଇବାରୁ ଧସ୍ତାଧସ୍ତି ହୋଇଥିଲା। ଅରୁଣ ଜେଟଲୀ ଷ୍ଟାଡିୟମ ନିକଟରେ ବିକ୍ଷୋଭକାରୀ ବାରିକେଡ୍‌ ଡେଇଁବାକୁ ଉଦ୍ୟମ କରିଥିଲେ। ।


Enter your email to get our daily news in your inbox.

All Right Reserved By Dharitri.Com

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

ସହାୟତା ନୀତି: ଚାଷୀ ଅଲୋଡ଼ା

ଭୁବନେଶ୍ୱର, ୫ା୮(ରବିନାରାୟଣ ଜେନା): ବନ୍ୟା, ବାତ୍ୟା ଭଳି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରେ ଚାଷୀଙ୍କ ଫସଲ ନଷ୍ଟ ହେଲେ ସରକାରଙ୍କ ପକ୍ଷରୁ ମିଳୁଥିବା ସହାୟତା ଅତ୍ୟନ୍ତ ନଗଣ୍ୟ। ମାତ୍ର…

ଦ୍ୱିଅର୍ଥବୋଧକ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ୍‌ଙ୍କୁ ଗିରଫ ପରେ ଜାମିନ

ଚେନ୍ନାଇ,୫ା୮: ଲୋକପ୍ରିୟ ଅଭିନେତ୍ରୀ ତ୍ରିଶାଙ୍କୁ ଇଙ୍ଗିତ କରି ଓ ତାଙ୍କ ସମ୍ମାନ ଏବଂ ନାରୀତ୍ୱକୁ ଅପମାନିତ କରି ଦ୍ୱିଅର୍ଥବୋଧକ ମନ୍ତବ୍ୟ ଦେବା ଅଭିଯୋଗରେ ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri