ବିଗ୍‌ ବସ୍‌ରେ ଫ୍ୟାମିଲି ଉଇକ୍‌

ବମ୍ବେ: ଛୋଟ ପରଦାର ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌ ଦର୍ଶକଙ୍କ ଖୁବ୍‌ ମନୋରଞ୍ଜନ କରୁଛି। ପ୍ରେମ, ବନ୍ଧୁତ୍ୱ ଏବଂ ଡ୍ରାମାକୁ ନେଇ ଚଳିତ ସିଜିନ ଚର୍ଚ୍ଚାରେ ରହିଛି। ଘର ଭିତରେ ବନ୍ଦ ରହିଥିବା ଦଶଜଣ ପ୍ରତିଯୋଗୀ ଚଳିତ ସପ୍ତାହରେ ତାଙ୍କ ପରିବାରଲୋକଙ୍କୁ ଭେଟିବେ। ମଙ୍ଗଳବାର ପ୍ରସାରିତ ଏପିସୋଡରେ ଏହାର ଝଲକ ଦେଖିବାକୁ ମିଳିଛି। ପ୍ରତିଯୋଗୀ ଶେହନାଜ ଗିଲଙ୍କ ବାପା, ମାହିରା ଶର୍ମାଙ୍କ ମା’, ଆରତି ସିଂହଙ୍କ ଭାଇ, ଶୈଫାଲୀଙ୍କ ସ୍ବାମୀ ବିଗ୍‌ବସ୍‌ ଘରେ ପ୍ରବେଶ କରିବେ। ବୁଧବାର ଏହା ଦେଖିବାକୁ ମିଳିବ। ଏହାକୁ ନେଇ ପ୍ରତିଯୋଗୀମାନେ ବେଶ ଖୁସିଥିବା ଦେଖାଯାଉଛି। ଏହାର ଝଲକ ଥିବା କିଛି ଭିଡିଓ କଲର୍ସ ସୋସିଆଲ ପୃଷ୍ଠାରେ ଶେୟାର କରାଯିବା ପରେ ଦର୍ଶକଙ୍କ ଉତ୍କଣ୍ଠା ବଢ଼ିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଥମିକ ବିଦ୍ୟାଳୟରେ ଲେସନ ପ୍ଲାନ୍‌

ଦି କୌଣସି ଶିକ୍ଷା ଅଧିକାରୀ ବିଦ୍ୟାଳୟ ପରିଦର୍ଶନ ସମୟରେ ଲେସନ ପ୍ଲାନ ଦେଖିବା ପାଇଁ ଚାହାନ୍ତି ଏବଂ ଲେସନ ପ୍ଲାନକୁ ଆଧାରି କରି ଶ୍ରେଣୀଗୃହକୁ ସମୀକ୍ଷା କରିବାକୁ…

ହର୍ମୁଜ ପ୍ରଣାଳୀରେ ଇରାନ ଅଭିମୁଖେ ଯାଉଥିବା ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ; ଆମେରିକା କଲାଣି ଏମିତି ଦାବି ଚିନ୍ତାରେ ପଡ଼ିଲାଣି ସାରା ବିଶ୍ୱ

ତେହରାନ,୩୧।୫: ଶନିବାର ଆମେରିକା ଚେତାବନୀ ଦେଇଛି ଯେ ଆବଶ୍ୟକ ହେଲେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର କହିଛନ୍ତି…

ଦ୍ୱନ୍ଦ୍ୱ ଦୂର ହେଉ

ଗାଈକୁ ଜାତୀୟ ପ୍ରାଣୀ ଘୋଷଣା କରିବା ସହ ସାରା ଭାରତରେ ଏହାର ହତ୍ୟା ନିଷେଧ ପାଇଁ ପ୍ରମୁଖ ମୁସଲିମ୍‌ ବ୍ୟକ୍ତିବିଶେଷ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ସର୍ବବୃହତ୍‌ ମୌଲବୀ…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri