ବିଗ୍‌ ବସ୍‌-୧୩: ଷ୍ଟେଶନ ମାଷ୍ଟର ସାଜି ଦର୍ଶକଙ୍କ ଉତ୍କଣ୍ଠା ବଢ଼ାଇଲେ ସଲମାନ୍‌

ଛୋଟ ପରଦାର ଚର୍ଚ୍ଚିତ ଟିଭି ଶୋ’ ‘ବିଗ୍‌ ବସ୍‌-୧୩’କୁ ନେଇ ଚର୍ଚ୍ଚା ଲାଗି ରହିଛି। ଇତିମଧ୍ୟରେ ଶୋ’ର ପ୍ରଥମ ପ୍ରମୋ ସମ୍ମୁଖକୁ ଆସିଯାଇଛି। କଲର୍ସ ଚ୍ୟାନେଲ ନିଜର ଅଫିସିଆଲ ଆକାଉଣ୍ଟରେ ଏହାକୁ ଶେୟାର କରିଛି। ପ୍ରତିଥର ପରି ଏଥର ମଧ୍ୟ ସଲମାନ୍‌ ଖାନ୍‌ ଶୋ’ର ହୋଷ୍ଟ ଦାୟିତ୍ୱରେ ରହିଛନ୍ତି। ପ୍ରମୋରେ ସଲମାନ୍‌ଙ୍କୁ ଷ୍ଟେଶନ ମାଷ୍ଟର ଚରିତ୍ରରେ ଦେଖିବାକୁ ମିଳୁଛି। ତେବେ ଯାହା ଅନୁମାନ କରାଯାଉଛି ଏଥର ସଲମାନ୍‌ ଷ୍ଟେଶନ ମାଷ୍ଟର ସାଜି ବିଗ୍‌ ବସ୍‌ ଘରର ସାଥୀଙ୍କୁ ସମ୍ଭାଳିବେ। ପ୍ରମୋରେ ତାଙ୍କୁ ଏକ ଟ୍ରେନ୍‌ରେ ବସି ଆଗାମୀ ସିଜନ୍‌ ବିଷୟରେ ବୁଝାଉଥିବା ଦେଖିବାକୁ ମିଳୁଛି। ଏହାକୁ ଦେଖାଇ ସଲମାନ୍‌ ଦର୍ଶକଙ୍କ ମଧ୍ୟରେ ‘ବିଗ୍‌ ବସ୍‌-୧୩’ ପାଇଁ ଅଧିକ ଉତ୍କଣ୍ଠା ବଢ଼ାଇ ଦେଇଛନ୍ତି। ଏଥର ଶୋ’ରେ କିଛି ନୂଆ ହେବ ବୋଲି ମଧ୍ୟ ଅନୁମାନ କରାଯାଉଛି। ଶୋ’ରେ ହୋଷ୍ଟ କରିବା ସଲମାନ୍‌ଙ୍କର ଏହା ୧୦ମ ସିଜନ୍‌ ହେବ। ଏକ ରିପୋର୍ଟ ଅନୁସାରେ, ଏଥର ବିଗ୍‌ ବସ୍‌ ଘରେ ଚଙ୍କି ପାଣ୍ଡେ, ସିଦ୍ଧାର୍ଥ ଶୁକ୍ଲା, ଆଦିତ୍ୟ ନାରାୟଣ, ମୁଗ୍ଧା ଗୋଡ୍‌ସେ ଏବଂ ରିଚା ଚଢ଼ା ପରି କଳାକାରଙ୍କୁ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri