Posted inଜାତୀୟ

ବିଗ୍‌-ବିଙ୍କ ଟୁଇଟର୍‌ ଆକାଉଣ୍ଟ ହ୍ୟାକ୍‌: ଲାଗିଲା ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଫଟୋ

ମୁମ୍ବାଇ,୧୧।୬: ବଲିଉଡ ସୁପରଷ୍ଟାର୍‌ ଅମିତାଭ ବଚ୍ଚନଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ୍‌ ହୋଇଯାଇଛି। ବିଗ୍‌ ବିଙ୍କ ଟୁଇଟର ପ୍ରୋଫାଇଲ୍‌ ଫଟୋ ହଟାଇ ଦିଆଯାଇ ତାଙ୍କ ସ୍ଥାନରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଫଟୋ ଲଗାଯାଇଛି। କେବଳ ଏତିକି ନୁହେଁ, ତାଙ୍କୁ ବ୍ୟକ୍ତିଗତ ଡାଟାକୁ ମଧ୍ୟ ହଟାଇଦିଆଯାଇ ଲଭ୍‌ ପାକିସ୍ତାନ ଲେଖାଯାଇଛି। ହ୍ୟାକ୍‌ର ଜଣଙ୍କ ନିଜକୁ ଆୟିତିଜ୍‌ ଟିମ୍‌ ତୁରକିସ୍‌ ସାଇବର୍‌ ଆର୍ମି ବୋଲି କହିଛି। ଅବଶ୍ୟ କିଛି ସମୟ ପରେ ବିଗ୍‌ ବିଙ୍କ ଆକାଉଣ୍ଟ ପୂର୍ବ ସ୍ଥିତିକୁ ଚାଲିଆସିଛି। ଇମ୍ରାନଙ୍କ ଫଟୋକୁ ହଟାଇ ମଧ୍ୟ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଜେପି ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ନାହିଁ: ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୩୧।୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଗତ ଜୁଲାଇ ୨୦ରେ ଦିଲ୍ଲୀର ଯନ୍ତରମନ୍ତରଠାରୁ ସଂସଦ ଭବନ ଅଭିମୁଖେ ହୋଇଥିବା ରାଲିରେ ଭାଗନେଇଥିବା ସାଧାରଣ ନାଗରିକ ଓ…

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri