Posted inଜାତୀୟ

ବିଚାରପତି ସୁଧୀର ଅଗ୍ରଓ୍ବାଲ: ୧୫ ବର୍ଷରେ ଲକ୍ଷେ ୩୦ ହଜାର ମାମଲାର ଫଇସଲା

ନୂଆଦିଲ୍ଲୀ,୨।୧୧: ଦେଶର ବିଭିନ୍ନ କୋର୍ଟରେ ଶହ ଶହ ମାମଲାର ବିଚାର ନ ହୋଇ ପଡ଼ି ରହିଛି। ଏପରିସ୍ଥଳେ ଆହ୍ଲାବାଦ୍‌ ହାଇକୋର୍ଟର ବିଚାରପତି ସୁଧୀର ଅଗ୍ରଓ୍ବାଲ ଏକ ନିଆରା ରେକର୍ଡ କରିଛନ୍ତି। ସେ ୧୫ ବର୍ଷ ମଧ୍ୟରେ ଲକ୍ଷେ ୩୦ ହଜାର ୪ ଶହ ୧୮ଟି ମାମଲାର ଫଇସଲା କରିବାର ଗୌରବ ଅର୍ଜନ କରିଛନ୍ତି। ଭାରତର ଏକମାତ୍ର ବିଚାରପତି ଭାବେ ସୁଧୀରଙ୍କ ନାମରେ ଏହି ରେକର୍ଡ ରହିଛି। ୨୦୧୯ ଅକ୍ଟୋବର ୩୧ ସୁଦ୍ଧା ସେ ଏହି ରେକର୍ଡ କରିଛନ୍ତି। ରାମଜନ୍ମଭୂମି- ବାବରି ମସଜିଦ୍‌ ମାମଲାର ଫଇସଲା ମଧ୍ୟ ସେ କରିଛନ୍ତି। ସେ ମନ୍ତ୍ରୀ ତଥା ସରକାରୀ ଅଫିସରଙ୍କ ସନ୍ତାନଙ୍କୁ ସରକାରୀ ପ୍ରାଥମିକ ସ୍କୁଲରେ ପାଠ ପଢ଼ାଇବା ଲାଗି ନିର୍ଦ୍ଦେଶ ଜାରି କରି ଚର୍ଚ୍ଚିତ ହୋଇଥିଲେ। ସେହିପରି ନଜୁଲ ଜମିରୁ ଅବୈଧ କବ୍‌ଜା ହଟାଇବା, ସରକାରୀ କର୍ମଚାରୀଙ୍କୁ ସରକାରୀ ହସ୍ପିଟାଲରେ ଚିକିତ୍ସା ଲାଗି ନିର୍ଦ୍ଦେଶ, ଧାରଣା-ବିକ୍ଷୋଭ ପ୍ରଦର୍ଶନ ବେଳେ ନଷ୍ଟ ହେଉଥିବା ସରକାରୀ ସମ୍ପତ୍ତିର ଭରଣା, ଜ୍ୟୋତିଷପୀଠ ଶଙ୍କରାଚାର୍ଯ୍ୟ ପଦବୀର ବିବାଦ, ଶଙ୍କରଗଡ଼ ରାଣୀଙ୍କଠାରୁ ୪୫ ଟି ଗାଁ ମୁକ୍ତ କରାଇବା ଆଦି ମାମଲାର ଫଇସଲା କରି ବିଶେଷ ଖ୍ୟାତି ହାସଲ କରିଥିଲେ। ସୁଚନାଯୋଗ୍ୟ, ସୁଧୀର ଉତ୍ତରପ୍ରଦେଶ ଫିରୋଜାବାଦ୍‌ର ବାସିନ୍ଦା।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

୨ ଦିନ ହେଲା ବସ୍‌ଷ୍ଟାଣ୍ଡ ବାସିନ୍ଦା ଜଳବନ୍ଦୀ, ନିଦ୍ରାରେ ପ୍ରଶାସନ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବସ୍‌ଷ୍ଟାଣ୍ଡ ବାସିନ୍ଦା ୨ ଦିନ ହେଲା ଜଳବନ୍ଦୀ ଅବସ୍ଥାରେ ରହିଛନ୍ତି। ଦିଗପହଣ୍ଡି ସହର ଜିଲାର ଏକ ପ୍ରମୁଖ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ନିଖୋଜ ଥିଲେ, କେନାଲରୁ ମିଳିଲା ମହିଳାଙ୍କ ମୃତଦେହ

କୋକସରା,୧୨।୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ପିତବାସପୁର କେନାଲ ବ୍ରିଜ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତା ମହିଳା ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?