ଧର୍ମଶାଳା/ଜେନାପୁର,୧୪|୮(ଡି.ଏନ୍.ଏ.)- ଧର୍ମଶାଳା ତହସିଲ ଓ ବନ ବିଭାଗ ପକ୍ଷରୁ ବିଛାଖଣ୍ଡି ମୌଜାରେ ପୁନଶ୍ଚ ମଙ୍ଗଳବାର ବେଆଇନ କ୍ରଶର ଉପରେ ଚଢାଉ କରାଯାଇଛି। ଏହି ସମୟରେ ଏନ୍ଓସି ନ ଥିବା ୧୮ଟି କ୍ରଶରକୁ ନୋଟିସ କରାଯାଇଥିବା ଅତିରିକ୍ତ ତହସିଲଦାର ଦେବୀପ୍ରସାଦ ମହାନ୍ତି କହିଛନ୍ତି। ଚଢାଉରେ ଅତିରିକ୍ତ ତହସିଲଦାରଙ୍କ ସହ ଜେନାପୁର ଥାନାଧିକାରୀ ସୁଶାନ୍ତ କୁମାର ଦାସ, ଗଡ଼ମଧୁପର ଫରେଷ୍ଟର ରଞ୍ଜନ କୁମାର ମିଶ୍ରଙ୍କ ସହ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ପ୍ରକାଶ ଯେ, ବିଛାଖଣ୍ଡି ମୌଜାରେ ବେଆଇନ ଭାବେ ଗଢ଼ିଉଠିଥିବା କ୍ରଶର ୟୁନିଟଗୁଡିକୁ ରବିବାର ତହସିଲଦାର ସରୋଜ କୁମାର ପଣ୍ଡା ଚଢାଉ କରି ୩ କ୍ରଶରକୁ ସିଲ କରିଥିବାବେଳେ ୧୯ଟିକୁ ନୋଟିସ କରିଥିଲେ।
Posted inଆମ ଜିଲା ଖବର, ଯାଜପୁର View All
କେନାଲରେ ଫସି ରହିଥିଲା ବାର୍ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…
ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ
ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…
ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…
ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…
ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍ ଚାମ୍ପିୟନ
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…
ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…
ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…
ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…
ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….
ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…
ବର୍ଷାରେ ଧସିଲା ଗାର୍ଡ଼ ୱାଲ୍, ନଦୀକୂଳ ବାସୀ ଭୟଭିତ
ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍ ଗେଟର ଗାର୍ଡ ୱାଲ୍ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…
Archives

