ବିଜୁ ଯୁବବାହିନୀ ପକ୍ଷରୁ ଚାରାରୋପଣ

ଭବାନୀପାଟଣା,୬।୯(ଡି.ଏନ.ଏ.)-ଭବାନୀପାଟନା ପୌରପାଳିକା ବିଜୁ ଯୁବବାହିନୀ ତରଫରୁ ଗୁରୁବାର ଗୁରୁଦିବସଠାରୁ ସବୁଜବନାନୀ ଚାରାରୋପଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଗୁରୁବାର ସ୍ଥାନୀୟ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ ମଝିପଡାଠାରେ ବିଜୁ ଯୁବବାହିନୀ, ସ୍ବଚ୍ଛାସେବୀ, ସ୍କୁଲ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ବିଦ୍ୟାଳୟ ପରିସରରେ ୨୦୦ରୁ ଊର୍ଦ୍ଧ୍ୱ ଚାରା ରୋପଣ କରିଛନ୍ତି। ଆଗାମୀ ଦିନରେ ସମସ୍ତ ୱାର୍ଡ ଓ ଗ୍ରାମପଞ୍ଚାୟତସ୍ତରରେ ସବୁଜ ବନାନୀ ଚାରାରୋପଣ କାର୍ଯ୍ୟକ୍ରମ କରାଯିବ ବୋଲି ବିଜୁ ଯୁବ ବାହିନୀ ଜିଲା ସଂଯୋଜକ ଅବିନାଶ ଠାକୁର ପ୍ରକାଶ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକ, ପୂର୍ବତନ ନଗରପାଳ ଆଦିତ୍ୟ ନନ୍ଦ, ଯୁବନେତା ମଣ୍ଟୁ ନାଏକ, ମନିନ୍ଦ୍ର ମହାନ୍ତି, ମ୍ୟୁନିସିପାଲଟି ସଂଯୋଜକ ଅଭିଷେକ ମହାପାତ୍ର, ବିପିଏମ୍‌ୟୁର ଶ୍ରୀନିବାସ ରଥ, ଶରତ ବଳିଆର ସିଂ, ଜିତେନ୍ଦ୍ର ବେହେରା, ମହମ୍ମଦ ଇସମାଇଲ, ଅମିତ୍‌ ଯାଦବ, ଜଜାତି ମହାନ୍ତି ପ୍ରମୁଖ ସାମିଲ ହୋଇ ଚାରାରୋଣ ପାଇଁ ଉତ୍ସାହିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର

ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ

ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ…

ଗଞ୍ଜେଇ ଲିଙ୍କରେ ପୂର୍ବତନ ସରପଞ୍ଚଙ୍କୁ ବାନ୍ଧିଲା ପୋଲିସ

ମୋହନା,୨୨ା୫ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ଓ ପ୍ରୋତ୍ସାହନ ମାମଲାରେ ଅଡ଼ବା ଥାନା ବିରିକୋଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ମାଶା ମାଝୀଙ୍କୁ ଗିରଫ କରି କୋର୍ଟ…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ଚଳନ୍ତା ଅଟୋ ଉପରେ ପଡ଼ିଲା ଗଛ, ଆଉ ତା‘ପରେ…

ପାରଳାଖେମୁଣ୍ଡି,୨୨ା୫(ଗିରିଧାରୀ ପରିା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ସୀମାନ୍ତ ଆନ୍ଧ୍ର ପ୍ରଦେଶର ପାଟପୁର ଗ୍ରାମ ନିକଟରେ ଶୁକ୍ରବାର ଏକ ଗଛ ପଡ଼ି ଅଟୋ ଚୁର୍‌ମାର୍‌ ହୋଇଯାଇଛି। ହେଲେ…

ପ୍ରକଳ୍ପ ଅଚଳ: ଚୁଆଁ ପାଣି ଭରସାରେ ସାହିବାସୀ

ଖଜୁରିପଡ଼ା,୨୨ା୫ (ବିଦୁର ବେହେରା): କନ୍ଦମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଗୁଦାରୀ ପାୟତ ୪ ନମ୍ବର ୱାର୍ଡ ଅନ୍ତର୍ଗତ ମଲିକ ସାହିରେ ପାନୀୟ ଜଳ ସମସ୍ୟା ଉଟ ରୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri