ବିଜୁ ଯୁବ ବାହିନୀ ପକ୍ଷରୁ ଆବର୍ଜନା ମୁକ୍ତ ଅଭିଯାନ

କୃଷ୍ଣପ୍ରସାଦ,୧୭ା୮(ଡି.ଏନ.ଏ.)-ପୁରୀ ଜିଲାପାଳଙ୍କ ସ୍ବଚ୍ଛ ପରିବେଶ କାର୍ଯ୍ୟକ୍ରମ ଅବସରରେ ମୋ ବେଳାଭୂମି ଯୋଜନାରେ କୃଷ୍ଣପ୍ରସାଦ ବ୍ଲକ ଅନ୍ତଗତ ଚିଲିକା ଉପକୂଳ ପର୍ଯ୍ୟଟନ ସ୍ଥଳରୁ ଶୁକ୍ରବାର ଆବର୍ଜନା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି ା ବିଜୁ ଯୁବ ବାହିନୀ ଏଥିରେ ବିଶେଷ ଭୂମିକା ଗ୍ରହଣ କରିଛି। କୃଷ୍ଣପ୍ରସାଦ ବିଡିଓ ଅଭିମନ୍ୟୁ ମାଝି, ଏପିଓ ଅଭିନ୍ନ କୁମାର ପଲାଇଙ୍କ ନେତୃତ୍ୱରେ ଶ୍ରୀଶ୍ରୀ କମଳେଶ୍ୱର ଦେବଙ୍କ ପୀଠ ସଫେଇ କରାଯାଇଥିଲା ା ରମେଶ ଚନ୍ଦ୍ର ମହାପାତ୍ର, ସତ୍ୟବାନ ତରେଇ, ସଞ୍ଜୁଲତା ଜେନା ଆଦି ୩ ସରପଞ୍ଚ, କାର୍ଯ୍ୟନିର୍ବାହୀ ଅଧିକାରୀ ଭାସ୍କର ଚନ୍ଦ୍ର ସାହୁ ଓ ଅନ୍ୟମାନେ ସହଯୋଗ କରିଥିଲେ। ବଡଝାଡ ବିଜୁ ବାହିନୀ ସଭାପତି ବସନ୍ତ ସାହୁ, ସମ୍ପାଦକ ବିଚିତ୍ର କୁମାର ପଲେଇ, ଯୁବ ବାହିନୀ ବ୍ଲକ ସଂଯୋଜକ ମାନସ କୁମାର ନାୟକଙ୍କ ନେତୃତ୍ୱରେ ସାତପଡ଼ା ଜେଟି ପରିସର ସଫେଇ କରାଯାଇଥିଲା ା ଘିମୁଦା ଘାଟ ପେଣ୍ଠ ଅଞ୍ଚଳର ସ୍ବଚ୍ଛତା କାର୍ଯ୍ୟକ୍ରମରେ ସରପଞ୍ଚ ରମେଶ ଚନ୍ଦ୍ର ସିଂହସାମନ୍ତ, ବିଜୁ ବାହିନୀ ସଭାପତି ବିପିନ କୁମାର ନାୟକ, ସମ୍ପାଦକ ଅନିଲ କୁମାର ସିଂ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ରାସ୍ତା ଅସୁରକ୍ଷିତ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକର ଶାଳଭଙ୍ଗା ଜଙ୍ଗଲରୁ ଟାକେରା ଘାଟି ପଶୁ ଓ ମଣିଷଙ୍କ ପାଇଁ ବିପଦ ସାଜିଛି। ୬ ବର୍ଷରେ ଗୋଟିଏ ବାଘ...

ନିମ୍ନମାନର କାମ ଅଭିଯୋଗ ପରେ ଭଙ୍ଗାଗଲା ପୋଲ

ନୂଆଗାଁ,୨୫।୪ (ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସିମିଳିସାହିଠାରୁ ବାଲଣ୍ଡା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ନିର୍ମାଣରେ ଅନିୟମିତତା ହେଉଥିବା ଅଭିଯୋଗ ହେଉଥିଲା। ଉକ୍ତ ରାସ୍ତାର ଅଭୟପୁରଠାରେ...

‘ଟିକେଟ ନ ମିଳିଲେ ସ୍ବାଧୀନ ଭାବେ ଲଢ଼ିବେ ଅନୁଭବ’

ଖଣ୍ଡପଡ଼ା,୨୩ା୪(ଅଜୟ କୁମାର ମହାରଣା):ନୟାଗଡ଼ ଜିଲାର ବିଭିନ୍ନ ବିଧାନସଭା କ୍ଷେତ୍ର ପାଇଁ ବିଜେଡି ପ୍ରାର୍ଥୀ ଚୟନ କରିସାରିଥିବାବେଳେ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀ ଘୋଷଣା ବାକି ରହିଛି। ବିଜେଡି ପକ୍ଷରୁ...

ବିଜେଡି, କଂଗ୍ରେସର ଅଭିଜ୍ଞ, ଭାଜପାର ନୂଆ ପ୍ରାର୍ଥୀ

ନୟାଗଡ,୨୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲାର ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ କଂଗ୍ରେସର ଦୁଇ ଅଭିଜ୍ଞ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାବେଳେ ଭାଜପାର ନୂଆମୁହଁ ସହ ଲଢ଼େଇ...

୧୩ ବଖରା ଭସ୍ମୀଭୂତ

ନୂଆଗାଁ,୨୧।୪(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତ ଶିଖରଗୋଛା ଗ୍ରାମରେ ଶନିବାର ନିଆଁ ଲାଗି ୧୩ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିବିପନ୍ନମାନେ...

ଚନ୍ଦନ ପୋଖରୀରେ ପଦ୍ମ,କଇଁ ଫୁଟିବ

ଖଣ୍ଡପଡ଼ା,୨୧ା୪(ଅଜୟ କୁମାର ମହାରଣା)ନୀଳମାଧବ ଜୀଉଙ୍କ ଚନ୍ଦନ ପୋଖରୀର ନବୀକରଣ କାର୍ଯ୍ୟ ସହ ପଙ୍କ ଉଦ୍ଧାର କାମ ସରିଛି। କାମ ସରିବା ପରେ ପାଣି ଭରି ଦିଆଯାଇଛି।...

ଆଚରଣ ବିଧି ସମୟରେ ଚାଲିଛି ନିଯୁକ୍ତି

ନୟାଗଡ଼,୨୧।୪(ଲୋକନାଥ ମିଶ୍ର)ନିର୍ବାଚନ ଆଚରଣ ବିଧି ଲାଗୁ ପରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସରଳୟ(ଡିଏଚ୍‌ଏଚ୍‌)ରେ ନିଯୁକ୍ତି ହେଉଥିବା ଅଭିଯୋଗ ହୋଇଛି। ପୁଣି ଜିଲାପାଳଙ୍କ ଅଧ୍ୟକ୍ଷତାରେ ବଦଳି କମିଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri