ଦିଗପହଣ୍ଡି,୬।୧(ଡି.ଏନ୍.ଏ.)-ଦିଗପହଣ୍ଡି ସହରର ବିଜୁ ଯୁବ ବାହିନୀ ସଦସ୍ୟ କାହ୍ନୁ ନାହାକଙ୍କୁ ସୋମବାର କେତେକ ଯୁବକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ସନ୍ଧ୍ୟାରେ କାହ୍ନୁ ଦିଗପହଣ୍ଡି ବସଷ୍ଟାଣ୍ଡରେ ଠିଆ ହୋଇ ଥିବା ବେଳେ ଦଳିତ ସାହିର କିଛି ଯୁବକ ସେଠାରେ ପହଞ୍ଚତ୍ ଲୁହାଛଡ଼ରେ ତାଙ୍କୁ ଅତର୍କିତ ଆକ୍ରମଣ କରି ସେଠାରୁ ଚମ୍ପଟ ମାରିଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଇଥିଲେ। ଏ ନେଇ ତାଙ୍କ ବଡ଼ଭାଇଙ୍କ ସହ ବହୁ ସଂଖ୍ୟକ ଯୁବକ ଥାନାରେ ଏତଲା ଦେଇଛନ୍ତି। ଆକ୍ରମଣର କାରଣ ଜଣାପଡ଼ି ନ ଥିବା ବେଳେ ପୋଲିସ ଘଟଣାର ତଦନ୍ତ ଚଳାଇଛି। ଗତ ରବିବାର କାହ୍ନୁଙ୍କ ବଡ ଭାଇଙ୍କୁ ଆକ୍ରମଣକାରୀ ଧମକ ଦେଇଥିବାରୁ କାନ୍ନୁ ଘଟଣାସ୍ଥଳରେ ପହଞ୍ଚତ୍ ଜଣେ ଯୁବକଙ୍କୁ ମାଡ଼ ମାରିଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଥିବା ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଜେଲ୍ରେ କଏଦୀଙ୍କ ଆନ୍ଦୋଳନ
ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...
ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ
ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...
ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ
ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...
ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…
ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...
ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା
ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...
ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…
ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...
ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ
ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...
ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା
ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...
Archives


