ବିଜେଡିକୁ ଶକ୍ତ ଝଟ୍‌କା: ଦଳରୁ ଇସ୍ତଫା ଦେଲେ ଟାଣୁଆ ନେତା

କବିସୂର୍ଯ୍ୟନଗର,୧୦।୪: ଗଞ୍ଜାମ କବିସୂର୍ଯ୍ୟନଗରରେ ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ବିଜେଡି ନେତା ସୀତାରାମ ପାଣିଗ୍ରାହୀବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ୨୦୧୪ରେ ସୀତାରାମ କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀରୁ କଂଗ୍ରେସର ବିଧାୟକ ପ୍ରାର୍ଥୀ ଥିଲେ। ପରେ ସେ କଂଗ୍ରେସ ଛାଡ଼ି ବିଜେଡିରେ ମିଶିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ବିଧାୟକ ବାବୁ ସିଂଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ୱର,୯।୨: ବିଧାୟକ ବାବୁ ସିଂଙ୍କ ଆବେଦନ ହାଇକୋର୍ଟରେ ଖାରଜ କରାଯାଇଛି। ଭୁବନେଶ୍ୱର ଏକାମ୍ର ନିର୍ବାଚନୀ ମାମଲାରେ ଆବେଦନ ଖାରଜ କରାଯାଇଛି। ବିନା ଶୁଣାଣିରେ ମାମଲା ଖାରଜ କରିବାକୁ…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପ୍ରେମ ସପ୍ତାହରେ ପ୍ରେମିକଙ୍କୁ ହତ୍ୟା: ଗାଁରୁ ଆସିଥିବା ଟ୍ୟାକ୍ସି ଡ୍ରାଇଭର ପ୍ରେମିକଙ୍କୁ ହତ୍ୟାକଲେ ପାଲରେ କାମ କରୁଥିବା ପ୍ରେମିକା

ଭୁବନେଶ୍ୱର,୯।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଏବେ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ତଣ୍ଟି କାଟି ହତ୍ୟା କରିବା ଅଭିଯୋଗରେ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

ମନମୁତାବକ ପୋଷ୍ଟିଂ ପାଇଁ ବଢୁଛି ପୋଲିସ ଅଧିକାରୀଙ୍କ ଲବି

ଭୁବନେଶ୍ୱର,୯ା୨(ତ୍ରିନାଥ ମହାନ୍ତି): କମିଶନରେଟ୍‌ ପୋଲିସରେ କାମ କରିବାକୁ ଅଧିକାଂଶ ପୋଲିସ ବାବୁଙ୍କ ଇଚ୍ଛା। ସବୁକିଛି ସୁବିଧା ମିଳୁଥିବାରୁ ସେମାନେ ଜିଲାକୁ ଯିବାକୁ ଚାହୁଁନାହାନ୍ତି। ନିଜ ମନମୁତାବକପୋଷ୍ଟିଂ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri