ବିଜେଡିରେ ଯୋଗଦେଲେ ଉତ୍ତରପ୍ରତାପ ସରପଞ୍ଚ, ଯୁବ ସଂଗଠକ

ଧର୍ମଶାଳା,୫।୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଉତ୍ତରପ୍ରତାପ ପଞ୍ଚାୟତର ଭାଜପା ସମର୍ଥତ୍ତ ସରପଞ୍ଚ ବୁଧବାର ବିଜେଡିରେ ଯୋଗଦେଇଛନ୍ତି। ଏ ନେଇ ଜାରକାସ୍ଥିତ ବିଜେଡି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ବିଧାୟକ ପ୍ରଣବ କୁମାର ବଳବନ୍ତରାୟଙ୍କ ଉପସ୍ଥିତିରେ ଉତ୍ତରପ୍ରତାପ ସରପଞ୍ଚ ସସ୍ମିତା ବେହେରା ଓ ଯୁବ ସଙ୍ଗଠକ ସରୋଜ ବେହେରା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଧର୍ମଶାଳା ବିଧାୟକଙ୍କ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗଦେଇଥିବା କହିଛନ୍ତି। ସେମାନଙ୍କୁ ବିଧାୟକ ବଳବନ୍ତରାୟ ଦଳୀୟ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ ଜଣାଇଥିଲେ। ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଭାତ କୁମାର ବଳବନ୍ତରାୟ, ଧର୍ମଶାଳା ବିଜେଡି ନିର୍ବାଚନମଣ୍ଡଳୀ ସଭାପତି ଜଳଧର ସାହୁ, ଜିଲା ସାଧାରଣ ସମ୍ପାଦକ ପ୍ରିୟନାଥ ମହାପାତ୍ର, ପୂର୍ବତନ ଉପାଧ୍ୟକ୍ଷ ଜଳଧର ମହାନ୍ତି, ଜିଲାପରିଷଦ ସଭ୍ୟ ମମତା ଦଣ୍ଡପାଟ, ଯୁବନେତା ଗୌତମ ସାହୁ, ସଞ୍ଜୟ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri