Odisha Elections 2024

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ କଂଗ୍ରେସର ଭଦ୍ରକ, ମୟୂରଭଞ୍ଜ, ବାଲେଶର ଜିଲାର ପ୍ରଭାରୀ ଦାୟିତ୍ୱରେ ଥିଲେ। ଏପରିକି ସେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଅତ୍ୟନ୍ତ ଘନିଷ୍ଟ ଥିଲେ । ଆଜି ଯୋଗ ଦେବା ବେଳେ ଏମ୍‌ପି ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ, ଚମ୍ପୁଆ ବିଧାୟକ ପ୍ରାର୍ଥୀ ସନାତନ ମହାକୁଡ଼, ପାଟଣା ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାୟକ, ସଦର ବିଧାୟକ ପ୍ରାର୍ଥୀ ମୀନା ମାଝି, ତେଲକୋଇ ବିଧାୟକ ପ୍ରାର୍ଥୀ ମାଧବ ସର୍ଦ୍ଦାର, ଜିଲା ବିଜେଡି ସଭାପତି କୁଶ ଆପଟ, ପ୍ରଭାରୀ ସୁବ୍ରତ ଛାଟୋଇ, ସହ ପ୍ରଭାରୀ ସଂଗ୍ରାମ ପାଇକରାୟ, ତେଲକୋଇ ପ୍ରଭାରୀ ଲଳିତ ପ୍ରଧାନ, ସମେତ ଉପସ୍ଥିତ ଥିଲେ। ହୋଟେଲ ଶ୍ରୀ କ୍ଷେତ୍ରରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସେ ଯୋଗ ଦେଇଥିବା ବେଳେ ଦଳ ପାଇଁ ଯେଉଁ ଦାୟିତ୍ୱ ମିଳିବ ସେ ସବୁ କିଛି କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ହିଂସା ହେବା ଆଶଙ୍କା ନେଇ କନ୍ଧମାଳରେ ୧୪୪ ଧାରା ଜାରି କଲା ପ୍ରଶାସନ

ଦାରିଙ୍ଗବାଡି,୧୬।୫: (ଅରୁଣ ସାହୁ): କନ୍ଧମାଳ ଜିଲାରେ କୌଣସି ନିର୍ବାଚନୀ ହିଂସା ହେବା ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଧାରା ୧୪୪ ଜାରି କରାଯାଇଛି । ଏହି...

ବାଇକ୍‌ ଧକ୍କାରେ ୨ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ରାୟଗଡ଼ା,୧୬।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗରଠାରେ ଗୁରୁବାର ବାଇକ୍‌ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକଙ୍କ ମଧ୍ୟରୁ...

‘ରତ୍ନଭଣ୍ଡାର ଚାବି ଲୁଚାଇଛନ୍ତି ପାଣ୍ଡିଆନ, ୧୦ ଜୁନ୍‌ ପୂର୍ବରୁ ଚାବି ଫେରାନ୍ତୁ, ନ ହେଲେ…’

ଭୁବନେଶ୍ୱର,୧୬।୫: ପାଣ୍ଡିଆନଙ୍କ ନାଁରେ ଗୁରୁତର ଅଭିଯୋଗ ଆଣିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଜଟଣୀ ଛତାବରରେ ଭାଜପା ପରିବର୍ତ୍ତନ ସଭାରେ ହିମନ୍ତ ବିଶ୍ୱଶର୍ମାଙ୍କ ଏଭଳି ମନ୍ତବ୍ୟକୁ...

ପଦ୍ମ ଛାଡି ପୁଣି ଶଙ୍ଖ ଧରିଲେ ରାଜୁ ଦାସ

ଭୁବନେଶ୍ୱର,୧୬।୫: ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଗୁରୁବାର ଭାଜପାରୁ ଇସ୍ତଫା ଦେବା ପରେ ପୁଣିଥରେ ବିଜେଡିରେ ସାମିଲ ହୋଇଛନ୍ତି। ରାଜୁ ଦାସ ତାଙ୍କ ଇସ୍ତଫା...

ସର୍ଚ୍ଚ ଅପରେଶନ ବେଳେ ବଡ଼ ସଫଳତା, ଧରାପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଜିଲା ପୋଲିସ ଦ୍ୱାରା ଜଣେ ମହିଳା ମାଓବାଦୀଙ୍କ ସହ ୫ ମାଓବାଦୀଙ୍କୁ ଗୁରୁବାର ଗିରଫ କରାଯାଇଛି। ଗିରଫ ମାଓବାଦୀମାନେ ମଙ୍ଗଳୀ...

ଅନଲାଇନ୍‌ ଗେମ୍‌ ନେଲା ଯୁବକଙ୍କ ଜୀବନ

କୋରୁକୋଣ୍ଡା,୧୬।୫(ଅବିନାଶ ବେହେରା): ଅନଲାଇନ୍‌ ଗେମ୍‌ ଖେଳି ଜୀବନ ହାରିଲେ ଯୁବକ। ଏପରି ଏକ ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଏମ୍ଭି-୨୮...

ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଭାଜପା...

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri