ବିଜେଡିର ପ୍ରାର୍ଥୀ ଘୋଷଣା: ରାଜ୍ୟ ସଭା ଯିବେ ମୁନା ଖାଁ, ସୁବାସ ସିଂ, ସୁଜିତ କୁମାର, ମମତା ମହାନ୍ତ

ଭୁବନେଶ୍ୱର,୭ା୩(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ଖାଲି ପଡ଼ିଥିବା ୪ ସିଟ୍‌ ଲାଗି ଦଳ ସୁବାସ ସିଂ, ମୁନା ଖାଁ, ସୁଜିତ କୁମାର, ମମତା ମହାନ୍ତଙ୍କୁ ପ୍ରାର୍ଥୀ କରିଛି। ନବୀନ ନିବାସରେ ଖବରଦାତାଙ୍କୁ ସୂଚନା ଦେଇ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri