ବିଜେଡିର ମିଶ୍ରଣ ପର୍ବ: ଯୋଗଦେଲେ ନରସିଂହପୁର ସରପଞ୍ଚ, ସମିତିସଭ୍ୟ

ବାସୁଦେବପୁର,୧।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନରସିଂହପୁର ପଞ୍ଚାୟତ ବାସନ୍ତୀ ପଡ଼ିଆଠାରେ ବିଜେଡିର ମିଶ୍ରଣପର୍ବ ରବିବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଛି। ବିଜେଡି ନବନିଯୁକ୍ତ ବ୍ଲକ ସଭାପତି ଦୀନବନ୍ଧୁ ଦାସଙ୍କ ସଭାପତିତ୍ୱରେ ନରସିଂହପୁର ପଞ୍ଚାୟତ ସରପଞ୍ଚ ଅଞ୍ଜଳୀ ବିଶ୍ୱାଳ, ସମିତିସଭ୍ୟା ଆରତି ଜେନା, ନାଏବ ସରପଞ୍ଚ ନିଗମାନନ୍ଦ ସାହୁଙ୍କ ସମେତ ବହୁଲୋକ ବିଭିନ୍ନ ଦଳ ଛାଡି ବିଜେଡିର ଯୋଗ ଦେଇଛନ୍ତି। ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ ସେମାନଙ୍କୁ ଦଳକୁ ସ୍ବାଗତ କରିଥିଲେ।
ଏହି ଅବସରରେ ରାଉତରାୟ, ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ଜିଲାପରିସଦ ସଭ୍ୟ ସୂର୍ଯ୍ୟକାନ୍ତ ସେଠୀ ଯୁବ ବିଜେଡି ସଭାପତି ଅତିସ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

କେସିଙ୍ଗା ବ୍ଲକରେ ୧୧ ପରୀକ୍ଷା କେନ୍ଦ୍ର: ମାଟ୍ରିକ ପରୀକ୍ଷା ଦେଉଛନ୍ତି ୧୮୦୭ ଜଣ ପରୀକ୍ଷାର୍ଥୀ

କେସିଙ୍ଗା,୧୯।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ୧୧ଟି ପରୀକ୍ଷା କେନ୍ଦ୍ରରେ ୧୮୦୭ଜଣ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାଦେବେ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri