ବିଜେଡିର ୨୩ତମ ପ୍ରତିଷ୍ଠା ଦିବସ: ବିଜୁ ବାବୁଙ୍କ ନୀତି ଆଦର୍ଶରେ ଅନୁପ୍ରାଣୀତ ହେବାକୁ କର୍ମୀଙ୍କୁ ପରାମର୍ଶ

ସେମିଳିଗୁଡ଼ା,୨୬।୧୨(ସ୍ବ.ପ୍ର.) : କୋରାପୁଟ ଜିଲା ସେମିଳିଗୁଡ଼ାର ଦାମନଯୋଡ଼ି ଛକ ନିକଟସ୍ଥ ୨୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ବିଜୁ ଜନତା ଦଳ ପକ୍ଷରୁ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀର ୨୩ ତମ ପ୍ରତିଷ୍ଠା ଦିବସ ଗୁରୁବାର ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ପଟ୍ଟାଙ୍ଗି ବିଧାୟକ ପ୍ରୀତମ ପାଢ଼ୀ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ସଭା କାର୍ଯ୍ୟ ଆରମ୍ଭ କରିଥିଲେ। ସମ୍ମାନିତ ଅତିଥି ଭାବେ ପଟ୍ଟାଙ୍ଗିର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ପାଙ୍ଗୀ, ସେମିଳିଗୁଡ଼ା ବ୍ଲକ ଅଧ୍ୟକ୍ଷ ଦିନେଶ ଖରା, ଦଳେଇଗୁଡ଼ା ସମିତି ସଭ୍ୟ ଅନନ୍ତରାମ ମାଟାମ, ଜଗନ୍ନାଥ ପାଙ୍ଗୀ, ଗୋପାଳ ବେବର୍ତ୍ତାଙ୍କ ସମେତ କୋରାପୁଟ ଜିଲା ୪ଟି ବ୍ଲକର ସଭାପତି, ଜିଲା ପରିଷଦ ଉପସଭାପତି ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ବିଜୁ ବାବୁଙ୍କ ନୀତି ଆଦର୍ଶକୁ ଅନୁକରଣ କରି ଗ୍ରାମାଞ୍ଚଳରେ ସେବା ମନୋବୃତ୍ତି ନେଇ କାର୍ଯ୍ୟ କରିବାକୁ ବିଧାୟକ କର୍ମୀମାନଙ୍କୁ ପରାମର୍ଶ ଦେଇଥିଲେ। ଉକ୍ତ ସଭାରେ ୪ ହଜାରରୁ ଊର୍ଦ୍ଧ୍ୱ ଦଳୀୟ ଲୋଙ୍କ ସମାବେଶ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

ରଥଟଣା ବେଳେ ଅଘଟଣ: ଶଳାକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଭିଣୋଇ, ଦଳାଚକଟାରେ ଜଣେ ଆହତ

ପୁରୁଷୋତ୍ତମପୁର, ୧୬।୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ରଥଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ରଥଟଣା ଚାଲିଥିବା ବେଳେ ପାରିବାରିକ…

କୁଲାଡ ବଡ଼ଦାଣ୍ଡ ଭକ୍ତମୟ: ମାଉସୀମା ମନ୍ଦିରରେ ଲାଗିଲା ରଥ, ମଝି ରାସ୍ତାକୁ ଆଣିବା ପାଇଁ ନିଆଯାଇଥିଲା ହାଇୱାର ସହାୟତା

ଭଞ୍ଜନଗର, ୧୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ଜଗନ୍ନାଥ ମନ୍ଦିର ପକ୍ଷରୁ ପବିତ୍ର ଗୁଣ୍ଡିଚା ଯାତ୍ରା ଗୁରୁବାର ଅତି ଆଡ଼ମ୍ବର ସହକାରେ ପାଳିତ…

ରାସ୍ତାକଡ଼ରେ ଚାଲିଥିଲା ଜୁଆ ଆଡ୍ଡା: ପୋଲିସର ଅତର୍କିତ ଚଢାଉ; ୪ ଗିରଫ, ବାଇକ୍ ଓ ମୋବାଇଲ୍ ସହ…

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଜୁଆଡ଼ିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସାନଖେମୁଣ୍ଡି ବ୍ଲକ…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri