Posted inଜାତୀୟ

ବିଜେଡି, ଏନ୍‌ସିପିକୁ ପ୍ରଶଂସା କଲେ ମୋଦି

ନୂଆଦିଲ୍ଲୀ,୧୮।୧୧: ସୋମବାର ଆରମ୍ଭ ହୋଇଛି ସଂସଦର ଶୀତ କାଳିନ ଅଧିବେଶନ। ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ପାସ୍‌ କରାଯିବାର ଯୋଜନା ରହିଛି। ସେଥି ମଧ୍ୟରେ ଗୋଟିଏ ରହିଛି ନାଗରିକତା ସଂଶୋଧନ ବିଲ୍‌ ୨୦୧୯। ଭାରତୀୟ ଜନତା ପାର୍ଟି(ଭାଜପା) ନେତୃତ୍ୱ କେନ୍ଦ୍ର ସରକାର ଏହି ଅଧିବେଶନରେ ନାଗରିକତା ସଂଶୋଧନ ବିଲ୍‌ ପାସ୍‌ କରିବାର ଯୋଜନା ରଖିଥିବା ଜଣାପଡିଛି। ତେବେ ସୋମବାର ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଟି ରାଜନୈତିକ ଦଳର ପ୍ରଶଂସା କରିଛନ୍ତି। ଗୋଟିଏ ହେଉଛି ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ଓ ବିଜୁ ଜନତା ଦଳ(ବିଜେଡି)। ମୋଦି କହିଛନ୍ତି ଏହି ଦୁଇ ଦଳ ସଂସଦୀୟ ମାନଦଣ୍ଡକୁ ବେଶ୍‌ ଭଲଭାବେ ପାଳନ କରିଛନ୍ତି। ଏମାନେ କେବେବି ଖାଲ ଭିତରକୁ ଯାଆନ୍ତି ନାହିଁ। ଏହାପରେ ବି ସେମାନେ ନିଜ କଥାକୁ ଗୁରୁତ୍ୱ ଦିଅନ୍ତି ଓ କାର୍ଯ୍ୟକାରୀ କରନ୍ତି। ତେଣୁ କେବଳ ମୁଁ ନୁହେଁ ଅନ୍ୟ ଦଳମାନେ ମଧ୍ୟ ବିଜେଡି ଓ ଏନ୍‌ସିପିଠାରୁ ଶିଖିବା ଆବଶ୍ୟକ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri