ବିଜେଡି ଜିଲା ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ: ଫାଇଭ୍‌ ଟି, ସଭ୍ୟ ସଂଗ୍ରହ ଅଭିଯାନ ଉପରେ ଗୁରୁତ୍ୱାରୋପ

ଜଗତ୍‌ସିଂହପୁର ଅଫିସ,୮।୯: ବିଜେଡି ଜିଲା ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ରବିବାର ବୈଠକ ସ୍ଥାନୀୟ ଏକ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଦଳର ଜିଲା ସଭାପତି ଅମରେନ୍ଦ୍ର ଦାସଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଫାଇଭ୍‌ ଟି ଓ ସଭ୍ୟ ସଂଗ୍ରହ ଅଭିଯାନ ଉପରେ ଗୁରୁତ୍ୱାରୋପ କରାଯାଇଥିଲା । ଜିଲା ପର୍ଯ୍ୟବେକ୍ଷକ ଦେବାଶିଷ ସାମନ୍ତରାୟ, ମନ୍ତ୍ରୀ ରଘୁନନ୍ଦନ ଦାସ, ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି, ବିଜେଡି ନେତା ସୁବାସ ସିଂହ, ପାରାଦୀପ ବିଧାୟକ ସମ୍ବିତ ରାଉତରାୟ, ଜଗତ୍‌ସିଂହପୁର ଏମ୍‌ପି ରାଜଶ୍ରୀ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…

କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍‌ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...

ନବୀନଙ୍କ ଉତ୍ତରାଧିକାରୀକୁ ନେଇ ଚର୍ଚ୍ଚା, ଅଶୋକ ପଣ୍ଡା କହିଲେ ଯେବେ ଯାଏ ନବୀନ ଅଛନ୍ତି…

ଭୁବନେଶ୍ବର,୧।୧: ନୂଆବର୍ଷର ପ୍ରଥମ ଦିନରେ ପୁଣି ଥରେ ନବୀନଙ୍କ ଉତ୍ତରାଧିକାରୀଙ୍କୁ ନେଇ ଚର୍ଚ୍ଚା ବଢ଼ିଛି ।ନବୀନଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ପରେ ମୁହଁ ଖୋଲିଛନ୍ତି ଅଶୋକ...

ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ

ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...

ଭାରତ-ପାକିସ୍ତାନ ପରସ୍ପରକୁ ଦେଲେ ପରମାଣୁ ଘାଟିର ଠିକଣା, କାହିଁକି ନୂଆବର୍ଷରେ ଏମିତି କଲେ ଦୁଇ ଦେଶ? ଜାଣନ୍ତୁ…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ଭାରତ ଏବଂ ପାକିସ୍ତାନ ଗୁରୁବାର (ଡିସେମ୍ବର ୧, ୨୦୨୫) କୂଟନୈତିକ ଚ୍ୟାନେଲ ମାଧ୍ୟମରେ ପରମାଣୁ ପ୍ରତିଷ୍ଠାନ ଏବଂ ସୁବିଧାଗୁଡ଼ିକର ତାଲିକା ଆଦାନପ୍ରଦାନ କରିଥିଲେ। ଭାରତୀୟ...

ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ

ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର ।...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri