ବିଜେଡି ଜିଲା ସଭାପତି ତାଲିକା ଘୋଷଣା: ୧୪ ପୁରୁଣା, ୧୯ ନୂଆମୁହଁଙ୍କୁ ଦାୟିତ୍ୱ; ସବିଶେଷ ଜାଣନ୍ତୁ..

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଶୁକ୍ରବାର ବିଜେଡି ଜିଲା ସଭାପତି ତାଲିକା ଘୋଷଣା କରାଯାଇଛି। ମୋଟ ୩୩ଜଣ ସଭାପତିଙ୍କ ମଧ୍ୟରେ ୧୪ଜଣ ପୁରୁଣା ନେତା ଥିବା ବେଳେ ୧୯ଜଣ ନୂଆମୁହଁଙ୍କୁ ଦାୟିତ୍ୱ ମିଳିଛି।

ଜାଣନ୍ତୁ କାହାକୁ ମିଳିଲା କେଉଁ ଜିଲାର ଦାୟିତ୍ୱ:
ଭୁବନେଶ୍ୱର-ଅନନ୍ତ ନାରାୟଣ ଜେନା
ଖୋର୍ଦ୍ଧା ବିଭୂତି ଭୂଷଣ ବଳବନ୍ତରାୟ
ଅନୁଗୋଳ-ମହେନ୍ଦ୍ର ବସ୍ତିଆ
ବାଲେଶ୍ୱର-ରବିନ୍ଦ୍ର କୁମାର ଜେନା
ବରଗଡ଼- ବିଜୟ ରଞ୍ଜନ ସିଂ ବରିହା
ଭଦ୍ରକ-ଜଗନ୍ନାଥ ସ୍ବାଇଁ
ବଲାଙ୍ଗୀର-ଟୁକୁନି ସାହୁ
ବୌଦ୍ଧ-ମହିଧର ରଣା
କଟକ-ଦେବାଶିଷ ସାମନ୍ତରାୟ
ଦେବଗଡ଼-ରୋମାଞ୍ଚ ରଞ୍ଜନ ବିଶ୍ୱାଳ
ଢେଙ୍କାନାଳ-ପ୍ରଫୁଲ୍ଲ ମଲ୍ଲିକ
ଗଜପତି- ପ୍ରଦୀପ ନାୟକ
ଗଞ୍ଜାମ- ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ
ଜଗତସିଂହପୁର-ପ୍ରଶାନ୍ତ ମୁଦୁଲି
ଯାଜପୁର-ସରୋଜ ମହାପାତ୍ର
ଝାରସୁଗୁଡ଼ା-କିଶୋର ମହାନ୍ତି
କଳାହାଣ୍ଡି-ପୁଷ୍ପେନ୍ଦ୍ର ସିଂଦେଓ
କନ୍ଧମାଳ-ସରୋଜ କୁମାର କର୍ଣ୍ଣ
କେନ୍ଦ୍ରାପଡ଼ା-ଉତ୍କଳ କେଶରୀ ପରିଡ଼ା
କେନ୍ଦୁଝର- ମାଧବ ସର୍ଦ୍ଦାର
କୋରାପୁଟ-ଈଶ୍ୱର ପାଣିଗ୍ରାହୀ
ମାଲକାନଗିରି-ପୂର୍ଣ୍ଣଚନ୍ଦ୍ର ବାକା
ପୁରୀ-ମହେଶ୍ୱର ମହାନ୍ତି
ମୟୂରଭଞ୍ଜ-କାଶିନାଥ ହେମ୍ରମ
ମୟୂରଭଞ୍ଜ ସଦର- ସୁଦାମ ମାରାଣ୍ଡି
ନବରଙ୍ଗପୁର-ରମେଶ ମାଝୀ
ନୟାଗଡ଼-ରମେଶ ବେହେରା
ନୂଆପଡ଼ା-ମନୋଜ ମିଶ୍ର
ରାୟଗଡ଼ା-ସୁଧୀର ଦାସ
ରାଉରକେଲା-ସାରଦା ନାୟକ
ସମ୍ବଲପୁର-ସିଦ୍ଧାର୍ଥ ଦାସ
ସୁବର୍ଣ୍ଣପୁର-ସରୋଜ କମ୍ପ
ସୁନ୍ଦରଗଡ଼-ବିନୟ ଟପ୍ପୋ


Enter your email to get our daily news in your inbox.

All Right Reserved By Dharitri.Com

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri